ମାଡ଼ ମାରି ଲହୁ ଲୁହାଣ କରିଦେଲେ ବିଜେଡି କର୍ମୀ ! | Odisha Reporter
Advertisment
ବିଜେପି ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣାରେ ୫ଜଣଙ୍କୁ ଗିରଫ କରିଛି ପୁଲିସ। ସୂଚନାଯୋଗ୍ୟ ଯେ, ଗତକାଲି ଅଭିଳାଷ ପଣ୍ଡା ପ୍ରଚାର ସାରି ନିଜ କର୍ମୀଙ୍କ ସହ ଫେରୁଥିଲେ। ଭଦ୍ରକ ଜିଲ୍ଲା ଚାନ୍ଦବାଲି ସସିତାଦେଇପୁର ନିକଟରେ ୧୦୦ଅଧିକ ବିଜେଡି କର୍ମୀ ସେମାନଙ୍କ ଉପରେ ଆକ୍ରମଣ କରିଥିଲେ। ଦେଖନ୍ତୁ ପୂରା ରିପୋର୍ଟ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us