ବୁଖାରୀର ଲଭ୍ ଜିହାଦ ଲିଙ୍କ ! | Odisha Reporter
ଯାଜପୁରରେ ଲୁଚିଥିଲା କଶ୍ମୀରର ମୋଷ୍ଟ ୱାଣ୍ଟେଡ୍ ବୁଖାରୀ। ଦିନେ କି ଦୁଇ ଦିନ ନୁହେଁ, ଦୀର୍ଘ ୫ ବର୍ଷ ଧରି ନିଜକୁ ଡାକ୍ତର ସଜେଇ ରହୁଥିଲା ସନ୍ଦିଗ୍ଧ କଶ୍ମୀର ଆତଙ୍କବାଦୀ ଇଶାନ ବୁଖାରୀର ଫିଟୁଛି ଆତଙ୍କୀ ଲିଙ୍କର ଗୁମର। ସେ ପାକିସ୍ତାନ ISI ଏଜେଣ୍ଟଙ୍କ ସଂସ୍ପର୍ଶରେ ଆସିଛି। STF ତାକୁ ଗିରଫ କରି ତା’ର ଜନ୍ମକୁଣ୍ଡଳି ଘାଣ୍ଟୁଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
