Advertisment

ବୁଖାରୀର 'ଲଭ୍ ଜିହାଦ' ଲିଙ୍କ !

ସେ ପାକିସ୍ତାନ ISI ଏଜେଣ୍ଟଙ୍କ ସଂସ୍ପର୍ଶରେ ଆସିଛି। STF ତାକୁ ଗିରଫ କରି ତା’ର ଜନ୍ମକୁଣ୍ଡଳି ଘାଣ୍ଟୁଛି।

Advertisment

ଯାଜପୁରରେ ଲୁଚିଥିଲା କଶ୍ମୀରର ମୋଷ୍ଟ ୱାଣ୍ଟେଡ୍‌ ବୁଖାରୀ। ଦିନେ କି ଦୁଇ ଦିନ ନୁହେଁ, ଦୀର୍ଘ ୫ ବର୍ଷ ଧରି ନିଜକୁ ଡାକ୍ତର ସଜେଇ ରହୁଥିଲା ସନ୍ଦିଗ୍ଧ କଶ୍ମୀର ଆତଙ୍କବାଦୀ ଇଶାନ ବୁଖାରୀର ଫିଟୁଛି ଆତଙ୍କୀ ଲିଙ୍କର ଗୁମର। ସେ ପାକିସ୍ତାନ ISI ଏଜେଣ୍ଟଙ୍କ ସଂସ୍ପର୍ଶରେ ଆସିଛି। STF ତାକୁ ଗିରଫ କରି ତା’ର ଜନ୍ମକୁଣ୍ଡଳି ଘାଣ୍ଟୁଛି।

Advertisment
Jajpur Terrorist Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe