ଖୋଲିବ ସବୁ ଗୁମର || Naba Das Death Case || Odisha Politics || Odisha Reporter
Advertisment
ପୁଣି ଥରେ ଖୋଲିବ ଅନେକ ପୁରୁଣା ଫାଇଲ୍। ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାଠାରୁ ଆରମ୍ଭ କରି ମମିତା ମେହେର ଓ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ ହତ୍ୟା କେସର ହେବ ରି-ଓପନ୍। ଏ ନେଇ ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାର ଦେଇ ସୂଚନା ଦେଇଛନ୍ତି ଆଇନ୍ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ଦେଖନ୍ତୁ ପୂରା ରିପୋର୍ଟ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us