ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ଭୁବନ ଗଡ଼ନୃସିଂହ ପ୍ରସାଦ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ଆଜି ୪ ଲକ୍ଷ ଟଙ୍କା ଲୁଟ ହୋଇଛି। ଅପରାହ୍ନ ସାଢ଼େ ଗୋଟାଏ ବେଳେ ୧୦ରୁ ୧୨ ଜଣ ଡକାୟତ ବ୍ୟାଙ୍କ ଭିତରେ ପଶି ମ୍ୟାନେଜର ଅନନ୍ତ କେଶରୀ ସାହୁଙ୍କୁ ଆକ୍ରମଣ କରି ୪ ଲକ୍ଷ ଟଙ୍କା ଓ ଗୋଟିଏ ବାଇକ୍କୁ ନେଇଯାଇଥିଲେ।
ବ୍ୟାଙ୍କରୁ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହେବା ପରେ ଢେଙ୍କାନାଳ ଏସ୍ପି ବି.କେ. ପାଣିଗ୍ରାହୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଏହି ଖବର ପ୍ରଚାରିତ ହେବା ପରେ ଯାଜପୁର ସୀମାରୁ ଜଣେ ଦୁର୍ବୃତ୍ତକୁ ସ୍ଥାନୀୟ ଲୋକେ କାବୁ କରି ପୋଲସ୍ ଜିମା ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ, ଭିଡିଓ ଭାଇରାଲ ପରେ ମାମଲା ରୁଜୁ
ଆଗରୁ ଟ୍ରାଫିକ ନିୟମ ଭାଙ୍ଗି ୧୦ ଥର ଜୋରିମାନା ଦେଇଥିଲେ। ଏବେ ପୁଣି ବାନ୍ଧବୀଙ୍କୁ ଧରି ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ।
Crime
ଅଭିନବ ଠକେଇ: ସନ୍ତାନହୀନ ମହିଳାଙ୍କୁ ଗର୍ଭବତୀ କଲେ ୫ ଲକ୍ଷ ମିଳିବ କହି ଲୋକଙ୍କ କରୁଥିଲେ ଚଳୁ
ଦେଶର ଏକାଧିକ ରାଜ୍ୟରେ ଚାଲୁଥିଲା ଏହି ରାକେଟ୍। ଏମାନଙ୍କ ଜାଲରେ ଯିଏ ଫସିଲା, ତାକୁ ବିଭିନ୍ନ ପର୍ଯ୍ୟାୟରେ ରେଜିଷ୍ଟ୍ରେସନ ପାଇଁ ୫୦୦ରୁ ୨୦ହଜାର ଟଙ୍କା ଆଦାୟ କରାଯାଉଥିଲା।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।