Advertisment

ପଡ଼ୋଶୀଙ୍କ ଘରେ ଲୁଚିଥିଲେ ଯନ୍ତ୍ରୀ !

ସୁନୀଲ ପାଢ଼ୀ ଭୁବନେଶ୍ବର RWS&S;ର କନିଷ୍ଠ ଯନ୍ତ୍ରୀ ଅଛନ୍ତି।

Advertisment

ଧରା ପଡ଼ିଲେ ଭିଜିଲାନ୍ସ ରେଡ ବେଳେ ଘର ଛାତ ଡେଇଁ ଚମ୍ପଟ୍ ମାରିଥିବା କନିଷ୍ଠ ଯନ୍ତ୍ରୀ ସୁନୀଲ ପାଢୀ। ଆଜି ଭୁବନେଶ୍ବର ଜାଗମରା ସ୍ଥିତ ଘରେ ଭିଜିଲାନ୍ସ ଟିମ୍‌କୁ ଦେଖି ସୁନୀଲ ପଡ଼ୋଶୀଙ୍କ ଛାତକୁ ଡେଇଁ ଫେରାର ହୋଇ ଯାଇଥିଲେ। ସୁନୀଲ ପାଢ଼ୀ ଭୁବନେଶ୍ବର RWS&Sର କନିଷ୍ଠ ଯନ୍ତ୍ରୀ ଅଛନ୍ତି।

Advertisment
Odisha Bhubaneswar Vigilance Raid
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe