ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଅଢ଼େଇବର ଗାଁରେ ବିଷାକ୍ତ ନାଗ ସାପ କାମୁଡ଼ାରେ ମା’ଝିଅଙ୍କ ମୃତ୍ୟୁ ଘଟଣା । ଏହି ଘଟଣା ଘଟିଥିଲା ଗତ ଅକ୍ଟୋବର ମାସ ୭ ତାରିଖରେ। ସ୍ତ୍ରୀ ବାସନ୍ତୀ ପାତ୍ର ଓ ଝିଅ ଦେବସ୍ମିତା ଶୋଇଥିବା ବେଳେ ଘରେ ସାପ ଛାଡ଼ିଥିଲେ ଗଣେଶ ପାତ୍ର। ସେ ଏକ ବିଷାକ୍ତ ନାଗ ସାପ ଘରେ ଛାଡ଼ିଥିଲେ। ନାଗ ସାପଟିକୁ ସେ ଜଣେ ସାପୁଆ କେଳା ପାଖରୁ ଆଣିଥିଲେ। ତେବେ ଏହି ହତ୍ୟା ମାମଲାରେ ସାମ୍ନାକୁ ଆସୁଛି ଗୋଟେ ପରେ ଗୋଟେ ସାଂଘାତିକ ତଥ୍ୟ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଆକ୍ରମଣକାରୀ ବନ୍ଧୁକରୁ ଫୁଟିଲାନି ଗୁଳି, ରକ୍ଷା ପାଇଗଲେ TMC କାଉନସିଲର
ଗୁଳି ନ ଫୁଟିବାରୁ ବର୍ତ୍ତି ଯିବାପରେ ଗୋଡ଼ାଇ ଗୋଡ଼ାଇ ଆକ୍ରମଣକାରୀକୁ କାବୁ କରିଛନ୍ତି TMC କାଉନସିଲର।
Crime
ଖତ ଗଦାରୁ ବାହାରିଲା ବିଡ଼ା ବିଡ଼ା ନୋଟ୍; ମା’,ପୁଅ ଅଟକ
ହାଇଦ୍ରାବାଦରୁ ଚୋରି କରି ବାଲେଶ୍ୱର କମର୍ଦ୍ଦାରେ ଟଙ୍କା ଲୁଚାଇଥିଲେ ଅଭିଯୁକ୍ତ । ମାତ୍ର ପୁଲିସ୍ ଖୋଜାଖୋଜି କରି ଖତ ଗଦାରୁ ବାହାର କରିଛି ୧୪ ଲକ୍ଷ ଟଙ୍କା।
Crime
ବାଳକର ପାଦତଳେ ଲାଗି ହେଉଛି ତୁଳସୀ; ଫଟୋ ଭାଇରାଲ, ଥାନାରେ ଅଭିଯୋଗ
କାଶିନାଥଙ୍କ ଭୁବନେଶ୍ୱର ଖଣ୍ଡଗିରି ଆଶ୍ରମରେ ଅନେକ ବେଆଇନ କାମ ହେଉଥିବା ଅଭିଯୋଗ ହୋଇଛି।
Crime
ଗୁଜରାଟରେ ଯୁବକଙ୍କୁ ମାରି ୱାଶିଂମେସିନରେ ଭର୍ତ୍ତି କରିଥିଲା, ଓଡ଼ିଶାରୁ ବନ୍ଧା ହେଲା ଅଭିଯୁକ୍ତ
ସପ୍ତାହେ ପରେ ଦୁର୍ଗନ୍ଧ ହେବାରୁ ପୁଲିସ୍ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲା। ଏଥିସହ ମାମଲାର ଖୋଳତାଡ଼ କରି ମାସେ ପରେ ଅଭିଯୁକ୍ତଙ୍କୁ ବାନ୍ଧିଛି ପୁଲିସ୍।
Crime
ସ୍ୱାମୀ, ପିଲା ଥାଉ ଥାଉ ପରକୀୟାପ୍ରୀତିରେ ମାତିଥିଲେ ମହିଳା
ଯେଉଁ ମା’ ନିଜ ପିଲାଙ୍କୁ ରକ୍ଷା କରିବା କଥା, ସେ ପାଲଟିଗଲା ସେମାନଙ୍କ ଶତ୍ରୁ। ପାଟି ଫିଟାଇବାର ଶାସ୍ତି ସ୍ୱରୁପ ମା’ ଆଗରେ ପିଲାଙ୍କୁ ଚେଙ୍କ ଦେଲା ତାଙ୍କ ପ୍ରେମିକ ।