ଉପୁରି ଟଙ୍କାରେ ଖାଲି କୋଠା କରୁଥିଲେ ! | Odisha Reporter
Advertisment
ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଆଜି ଭିଜିଲାନ୍ସ ପକ୍ଷରୁ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ (ସିଭିଲ) ପ୍ରସନ୍ନ କୁମାର ସ୍ୱାଇଁଙ୍କ ଘରେ ଚଢ଼ାଉ କରାଯାଇଥିବା ବେଳେ ତାଙ୍କର ୬ଟି ବହୁତଳ କୋଠା ଠାବ କରାଯାଇଛି। ଦେଖନ୍ତୁ ପୂରା ରିପୋର୍ଟ ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us