Advertisment

ରାଜ୍ୟ ବାହାରେ ମଧ୍ୟ ଯନ୍ତ୍ରୀଙ୍କ ପ୍ଲଟ୍‌ ଠାବ କଲା ଭିଜିଲାନ୍ସ; ଉତ୍ତରପ୍ରଦେଶ ମଥୁରାରେ ୨ଟି ପ୍ଲଟ ଠାବ

ଭିଜିଲାନ୍ସ ଜାଲରେ ପଡ଼ିଥିବା ବଲାଙ୍ଗିର ଲୋୟର ସୁକତେଲ୍‌ ପ୍ରକଳ୍ପର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସୁନୀଲ କୁମାର ରାଉତଙ୍କର ବିପୁଳ ସମ୍ପତ୍ତି ଠାବ କରାଯାଇଛି।

author-image
Manoj Swain
ଅଦ୍ୟତନ ହୋଇଛି

ଭିଜିଲାନ୍ସ ଜାଲରେ ପଡ଼ିଥିବା ବଲାଙ୍ଗିର ଲୋୟର ସୁକତେଲ୍‌ ପ୍ରକଳ୍ପର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସୁନୀଲ କୁମାର ରାଉତଙ୍କର ବିପୁଳ ସମ୍ପତ୍ତି ଠାବ କରାଯାଇଛି। ତାଙ୍କର ୨ଟି ବହୁତଳ କୋଠା ସହିତ ୨ଟି ଫ୍ଲାଟ୍ ଏବଂ ୩୪ଟି ପ୍ଲଟ୍ ଠାବ କରିଛି ଭିଜିଲାନ୍ସ। ସେହିଭଳି ରାଜ୍ୟ ବାହାରେ ମଧ୍ୟ ଯନ୍ତ୍ରୀଙ୍କ ପ୍ଲଟ୍‌ ଠାବ କଲା ଭିଜିଲାନ୍ସ । ଉତ୍ତରପ୍ରଦେଶ ମଥୁରାରେ ୨ଟି ପ୍ଲଟ ଠାବ କଲା ଭିଜିଲାନ୍ସ । ଦେଖନ୍ତୁ ପୂରା ରିପୋର୍ଟ ।  

Advertisment
Odisha Vigilance Raid