Advertisment

ଭିଜିଲାନ୍ସ ଜାଲରେ ପଞ୍ଚାୟତରାଜ ବାବୁ

ରମେଶଙ୍କ ଭୁବନେଶ୍ୱର ଘର ସମେତ ୮ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି।

author-image
Manoj Swain

ଭିଜିଲାନ୍ସ ଜାଲରେ ପଞ୍ଚାୟତରାଜ ବାବୁ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରାଇଭେଟ୍ ସେକ୍ରେଟାରୀ ରମେଶ ଚରଣ ଜେନାଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ରମେଶଙ୍କ ଭୁବନେଶ୍ୱର ଘର ସମେତ ୮ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Odisha Vigilance Raid