ମାଛ ତେଲରେ ମାଛ ଭାଜୁଥିଲେ ବାବୁ || Odisha Vigilance Raids Sr. Private Secretary of Panchayat Raj || OR
Advertisment
ଭିଜିଲାନ୍ସ ଜାଲରେ ପଞ୍ଚାୟତରାଜ ବାବୁ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରାଇଭେଟ୍ ସେକ୍ରେଟାରୀ ରମେଶ ଚରଣ ଜେନାଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ରମେଶଙ୍କ ଭୁବନେଶ୍ୱର ଘର ସମେତ ୮ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି। ଦେଖନ୍ତୁ ପୂରା ରିପୋର୍ଟ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us