Advertisment

ଭିଜିଲାନ୍ସ ଜାଲରେ ବୈପାରୀଗୁଡା ଥାନା ଆଇଆଇସି, ମିଳୁଛି ବିଡା ବିଡା ୫୦୦ ଟଙ୍କିଆ ନୋଟ୍

ଆଜି ଭିଜିଲାନ୍ସ ଟିମ୍ ପକ୍ଷରୁ ଚଢଉ ବେଳେ କଟକ ବକ୍ସିବଜାର ସ୍ଥିତ କ୍ବାର୍ଟର୍ସରୁ ୨୫ ଲକ୍ଷ ମିଳିଥିବା ସୂଚନା । ମିଳୁଛି ବିଡା ବିଡା ୫୦୦ ଟଙ୍କିଆ ନୋଟ୍।

Advertisment

ଚର୍ଚ୍ଚାରେ ବୈପାରୀଗୁଡ଼ା ଥାନା ଆଇଆଇସି। ବୈପାରୀଗୁଡ଼ା IIC ସୁଶାନ୍ତ ଶତପଥୀ ଘରୁ ମିଳୁଛି ବିଡ଼ା ବିଡ଼ା ୫୦୦ ଟଙ୍କିଆ ନୋଟ୍। ଆଜି ଭିଜିଲାନ୍ସ ଟିମ୍ ପକ୍ଷରୁ ଚଢଉ ବେଳେ କଟକ ବକ୍ସିବଜାର ସ୍ଥିତ କ୍ବାର୍ଟର୍ସରୁ ୨୫ ଲକ୍ଷ ମିଳିଥିବା ସୂଚନା । ଗତକାଲି ଆଇଆଇସିଙ୍କ ବୈପାରିଗୁଡ଼ା ଘର ଓ ଅଫିସ୍‌ରୁ ପ୍ରାୟ ୭.୫ ଲକ୍ଷ ମିଳିଥିଲା । 

Advertisment
Vigilance Raid Odisha Police
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe