Advertisment

ଓଡ଼ିଆ ମହିଳାଙ୍କୁ ଦିଲ୍ଲୀରେ ଦୁଷ୍କର୍ମ !

ଦେଶରେ ରାଜଧାନୀ ଦିଲ୍ଲୀରେ ଘଟିଛି ଅଭାବନୀୟ କାଣ୍ଡ। ଓଡ଼ିଶାର ଜଣେ ୩୪ ବର୍ଷୀୟ ମହିଳାଙ୍କୁ ଦିଲ୍ଲୀରେ କରାଯାଇଛି ଦୁଷ୍କର୍ମ।

Advertisment

ଦେଶରେ ରାଜଧାନୀ ଦିଲ୍ଲୀରେ ଘଟିଛି ଅଭାବନୀୟ କାଣ୍ଡ। ଓଡ଼ିଶାର ଜଣେ ୩୪ ବର୍ଷୀୟ ମହିଳାଙ୍କୁ ଦିଲ୍ଲୀରେ କରାଯାଇଛି ଦୁଷ୍କର୍ମ। ଦୁଷ୍କର୍ମ ପରେ ତାଙ୍କୁ ସରାଇ କାଲେ ଖାନ ଅଞ୍ଚଳରେ ମଧ୍ୟ ଫିଙ୍ଗି ଦିଆଯାଇଥିଲା। ରାସ୍ତା କଡ଼ରୁ ପୁଲିସ୍‌ ତାଙ୍କୁ ଅର୍ଦ୍ଧ ଅଚେତ ଅବସ୍ଥାରେ ଉଦ୍ଧାର କରିଛି। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Odisha Delhi
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe