କଟକ: ଜଣେ କୋଷ୍ଟଗାର୍ଡ କର୍ମଚାରୀଙ୍କୁ ହତ୍ୟା ଅଭିଯୋଗରେ ଜଣେ ବାଂଲାଦେଶୀକୁ ଗିରଫ କରିଛି କ୍ରାଇମବ୍ରାଞ୍ଚ। ତାଙ୍କ ନାଁ ଖୋକନ୍ ସେଖ୍। ଖୋକନ୍ ପାରାଦୀପରେ ଗତ ୨ ବର୍ଷ ହେଲା ଲୁଚି ରହିଥିବା ବେଳେ ତାଙ୍କୁ ଫରେନର୍ସ ଆକ୍ଟର ଧାରା ୧୪ ଅନୁଯାୟୀ ଗିରଫ କରାଯାଇଛି। କେନ୍ଦ୍ରୀୟ ଗୁଇନ୍ଦା ସୂଚନା ଆଧାରରେ ତାକୁ କ୍ରାଇମବ୍ରାଞ୍ଚର ଏସ୍ଟିଏଫ୍ ଗିରଫ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
International
ଖଲିସ୍ତାନୀ ଆତଙ୍କବାଦୀ ନିଜ୍ଜାର ହତ୍ୟା ମାମଲା: ୪ ଭାରତୀୟ ଅଭିଯୁକ୍ତଙ୍କୁ ମିଳିଲା ଜାମିନ
ଖଲିସ୍ତାନୀ ଆତଙ୍କବାଦୀ ହରଦୀପ ନିଜ୍ଜାରକୁ ଜୁନ୍ ୨୦୨୩ରେ ବ୍ରିଟିଶ କଲମ୍ବିଆର ସରେରେ ହତ୍ୟା କରାଯାଇଥିଲା। ଭାରତ ସରକାର ଏହି ହତ୍ୟାକାଣ୍ଡରେ ସଂପୃକ୍ତ ଥିବା ଅଭିଯୋଗ କରିଥିଲେ କାନାଡା ସରକାର।
Crime
ବ୍ୟାଙ୍କରୁ ଫେରୁଥିଲେ ଅବସରପ୍ରାପ୍ତ ପୁଲିସ କର୍ମଚାରୀ, ୫ ଲକ୍ଷ ଟଙ୍କା ଝାମ୍ପି ନେଲେ ଦୁଇ ଲୁଟେରା
ସୁଶୀଲ ମାଝୀଙ୍କ ଅଭିଯୋଗ ଆଧାରରେ ପୁଲିସ ମାମଲା ରୁଜୁ କରି ତଦନ୍ତ କରୁଛି।
Crime
Z1ରେ ରହିଛି ହଂସିକାଙ୍କ ୩ଟି ଫ୍ଲାଟ୍; IT ଓ ପୁଲିସ୍ ଚଢ଼ଉ
ଠକେଇ ରାଣୀ ହଂସିକା ଅଭିଲିପ୍ସା ଓ ତାଙ୍କ ସ୍ୱାମୀ ଅନୀଲ ମହାନ୍ତିଙ୍କ ପେଡି ଖୋଲିବା ପାଇଁ ଉଭୟଙ୍କୁ ରିମାଣ୍ଡରେ ଆଣିଥିଲା ଆୟକର ବିଭାଗ(IT) ଓ କମିସନରେଟ୍ ପୁଲିସ୍।। କୋର୍ଟଙ୍କ ଅନୁମତି ପରେ ଉଭୟଙ୍କୁ ଜେରା ପାଇଁ ଆଣିଥିଲେ।
Crime
ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ, ପ୍ରତିବାଦ କରିବାରୁ ଛୁରା ମାଡ଼
ନାବାଳିକାଜଣକ ପ୍ରତିବାଦ କରିବାରୁ ଯୁବକ ପାଲଟିଗଲେ ପିଶାଚ। ରକ୍ତମୁଖା ପାଲଟି ଏକ ଛୁରୀରେ ନାବାଳିକାଙ୍କୁ ଏକାଧିକ ଥର କଲେ ଛୁରା ମାଡ଼ ।
Crime
ନକଲି ସୁନା ଦେଇ ଲୁଟିବାକୁ ବସିଥିଲେ, ମାଡ଼ି ବସିଲା ପୁଲିସ୍
ଦେଖିବାକୁ ପୁରା ସୁନା ପରି ଚିକଚିକ୍ କରୁଥିଲା। ତିଳେ ବି ସନ୍ଦେହ ହେବାର ନ ଥିଲା। ଏପରି ନକଲି ସୁନା ଦେଇ ଅସଲି ଟଙ୍କା ଲୁଟିବାକୁ ବସିଥିଲା ଧୂର୍ତ୍ତ । ମାତ୍ର ତା’ ପୂର୍ବରୁ ମାଡ଼ି ବସିଲା ପୁଲିସ୍।