ଭୁବନେଶ୍ୱର ପଟିଆ ଷ୍ଟେସନରୁ ଅପହୃତ ବର୍ଷକର ଶିଶୁ ଉଦ୍ଧାର ଘଟଣା। ଗତକାଲି ପଟିଆ ଷ୍ଟେସନ ନିକଟରୁ ଅପହୃତ ହୋଇଥିବା ବର୍ଷକର ଶିଶୁ କଟକରୁ ଉଦ୍ଧାର ହୋଇଛି। ଶିଶୁଟି ଉଦ୍ଧାର ନେଇ ମଞ୍ଚେଶ୍ୱର ପୁଲିସ୍ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଶିଶୁ ଉଦ୍ଧାର ନେଇ ଭୁବନେଶ୍ବର ଡିସିପି ପ୍ରତୀକ ସିଂଙ୍କ ପ୍ରେସମିଟ୍। ପାରିବାରିକ କଳହରୁ ଶିଶୁକୁ ଅପହରଣ କରାଯାଇଥିବା ସୂଚନା। ଅପହରଣ ପଛରେ ଶିଶୁର ବାପା ସହ ଆଉ ୩ ଜଣଙ୍କ ସମ୍ପୃକ୍ତି ଥିବା ସୂଚନା। ତେବେ ଏହି ଘଟଣା ନେଇ ଭୁବନେଶ୍ବର ଡିସିପି ଅଧିକ କଣ କହିଛନ୍ତି ଶୁଣନ୍ତୁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଉଗ୍ର ରୂପ ନେଲା ମନୋଜ ମିଶ୍ର-ବବି ଇସଲାମ କଳି; ଡିସିପି ଅଫିସ ଆଗରେ ହାଇଡ୍ରାମା
ଆଜି ଭୁବନେଶ୍ୱର ଡିସିପି ଅଫିସ ସମ୍ମୁଖରେ ପ୍ରଥମେ କଥା କଟାକଟି ଓ ପରେ ହାତାହାତି ଯାଏ କଥା ଗଲା। ପରେ ଡିସିପିଙ୍କ ଉପସ୍ଥିତିରେ ଏହି ଘଟଣାର ଆପୋଷ ସମାଧାନ ହୋଇଥିବା ଜଣାଯାଇଛି।
Crime
ନକ୍ସଲ ନା ଗାଁ ମୁଖିଆ? ମାଲକାନଗିରି ଏନକାଉଣ୍ଟରରେ ଟଳିଥିବା ବ୍ୟକ୍ତିଙ୍କୁ ନେଇ ସସ୍ପେନ୍ସ
ଏନକାଉଣ୍ଟର ପରେ ପୁଲିସ ଯାହାକୁ ହାଡକୋର ନକ୍ସଲ ବୋଲି ଦର୍ଶାଇଥିଲା ତାଙ୍କୁ ଗାଁ ମୁଖିଆ ବୋଲି କହିଛନ୍ତି ସ୍ଥାନୀୟ ଲୋକ । ଫଳରେ ଏହି ମାମଲାରେ ଆସିଛି ନୂଆ ଟ୍ୱିଷ୍ଟ।
Crime
ଘରୋଇ କଳିର କରୁଣ ପରିଣତି; ବିଷ ପିଇଦେଲେ ୨ ଭଉଣୀ
ନଳିନୀଙ୍କ ମୃତ୍ୟୁ ପରେ ତାଙ୍କର ୨ବର୍ଷର ଶିଶୁଟି ନିଜ ମା’କୁ ଖୋଜି ହେଉଛି।
Crime
ଓଡ଼ିଶା-ଛତିଶଗଡ଼ ସୀମାରେ ନକ୍ସଲ କ୍ୟାମ୍ପ୍ ଠାବ; ବିପୁଳ ନକ୍ସଲ ସାମଗ୍ରୀ ଜବତ
ନକ୍ସଲ କ୍ୟାମ୍ପରୁ ବନ୍ଧୁକ ସମେତ ଅନ୍ୟ ନକ୍ସଲ ସାମଗ୍ରୀ ଜବତ ହୋଇଛି।