Advertisment

ରାସ୍ତା ଉପରେ ପଡ଼ିଛି ଅର୍ଦ୍ଧଦଗ୍ଧ କଟାମୁଣ୍ଡ

ଆଜି ସକାଳେ ଖନ୍ତାପଡ଼ା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ଉପରେ ଅର୍ଦ୍ଧଦଗ୍ଧ କଟାମୁଣ୍ଡ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ।

author-image
Tapaswini Nayak
ଅଦ୍ୟତନ ହୋଇଛି
Murder

Murder

ରାସ୍ତା ଉପରେ ପଡ଼ିଛି ଅର୍ଦ୍ଧଦଗ୍ଧ କଟାମୁଣ୍ଡ। ତେବ ଏହେ କଟାମୁଣ୍ଡଟି କାହାର ଜଣାପଡ଼ି ନାହିଁ। ବାଲେଶ୍ୱର ଜିଲ୍ଲାରେ ଏପରି ଘଟଣା ଦେଖିବାକୁ ମିଳିଛି।

Advertisment

ଆଜି ସକାଳେ ଖନ୍ତାପଡ଼ା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ଉପରେ ଅର୍ଦ୍ଧଦଗ୍ଧ କଟାମୁଣ୍ଡ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ମାଂସ ପେଣ୍ଡୁଳାଟି ଅଧା ପୋଡ଼ି ଯାଇଥିଲା। ଏନେଇ ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ। ପୁଲିସ କଟାମୁଣ୍ଡକୁ ଜବତ କରିଛି। 

ତେବେ କଟା ମୁଣ୍ଡଟି ଛୋଟ ପିଲାର ବୋଲି ଅନୁମାନ କରାଯାଉଛି।ତେବେ କେଉଁ ପରିସ୍ଥିତିରେ ଏକ ଶିଶୁର କଟାମୁଣ୍ଡ ସେଠାକୁ ଆସିଲା ତାହା ଜଣାପଡ଼ି ନାହିଁ। ପୁଲିସ ଓ ସାଇଣ୍ଟିଫିକ ଟିମ୍‌ ଘଟଣାର ତଦନ୍ତ କରୁଛନ୍ତି। 

Advertisment
Soro Odisha Police