ବିଧିର ବିଧାନ ବି ବେଳେ ବେଳେ ଭାରି କରୁଣ ହୋଇଥାଏ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କ୍ୟାବିନେଟରେ ସ୍ୱର୍ଗତ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ବେଶ ବିତ୍ତଶାଳୀ ମନ୍ତ୍ରୀ ବୋଲି କୁହାଯାଉଥିଲା। କେବଳ ବିତ୍ତଶାଳୀ ନୁହେଁ ବାହୁବଳୀ ମଧ୍ୟ କେହିକେହି ତାଙ୍କୁ କହୁଥିଲେ। ନବଙ୍କୁ ମନ୍ତ୍ରୀ ହିସାବରେ ସରକାରଙ୍କ ତରଫରୁ ବ୍ୟକ୍ତିଗତ ସୁରକ୍ଷା କର୍ମୀ ଯୋଗାଇ ଦିଆଯାଇଥିଲା। କେବଳ ସେତିକି ନୁହେଁ ନବ ନିଜ ସୁରକ୍ଷା ପାଇଁ ବାଉନସର ମଧ୍ୟ ରଖୁଥିବାର ଚର୍ଚ୍ଚା ହୁଏ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଯୌନ ନିର୍ଯାତନା ଅଭିଯୋଗରେ କଣ୍ଠଶିଳ୍ପୀ ସଞ୍ଜୟ ଚକ୍ରବର୍ତ୍ତୀ ଗିରଫ
କୋଲକାତାରେ ନିଜ ସଙ୍ଗୀତ ଶିକ୍ଷାକେନ୍ଦ୍ରର ନାବାଳିକା ଛାତ୍ରୀଙ୍କୁ ଯୌନ ନିର୍ଯାତନା ଅଭିଯୋଗ। ଗିରଫ ଭୟରେ ମୁମ୍ବାଇରେ ଲୁଚିଥିଲେ କଣ୍ଠଶିଳ୍ପୀ ସଞ୍ଜୟ ଚକ୍ରବର୍ତ୍ତୀ। ସାଙ୍ଗ ଘରୁ ବାନ୍ଧିଲା କୋଲକାତା ପୁଲିସ।
Crime
ରାଜଧାନୀରେ ଉତ୍ପାତ କରୁଛନ୍ତି ଚେନ୍ ଲୁଟେରା
ଦୁର୍ବୃତ୍ତ ସିନା ସୁନା ଚେନ୍ ନେଇ ପାରିଲେନାହିଁ, କିନ୍ତୁ ବିଷ୍ଣୁ ପାତ୍ର ବାଇକ୍ରୁ ପଡ଼ି ଯାଇଥିଲେ। ତାଙ୍କ ମୁଣ୍ଡ ମାଟିରେ ମାଡ଼ ହୋଇଯାଇଥିଲା। ସେ ରକ୍ତାକ୍ତ ହୋଇ ଯାଇଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ମେଡ଼ିକାଲ୍ରେ ଭର୍ତ୍ତି କରାଯାଇଥିଲା।
Crime
ସପ୍ତମ ପାସ୍ରେ ଆୟୁର୍ବେଦିକ ଡାକ୍ତର, କରୁଥିଲେ ପାଇଲ୍ସ ଅପରେସନ
କେହି ଜଣେ ବି ଉତ୍ପଲଙ୍କ ନାଁରେ ଅଭିଯୋଗ କରିବା ପରେ ଆଜି ପୁଲିସ ପକ୍ଷରୁ ତାଙ୍କ କ୍ଲିନିକ୍ ଉପରେ ଚଢ଼ାଉ କରାଯାଇଥିଲା।
Crime
ଭିଜିଲାନ୍ସ ଜାଲରେ ଭାଗବତ, କାମ କରିଦେବାକୁ ଲାଞ୍ଚ ମାଗି ଫସିଗଲେ
ଅଭିଯୋଗ ପାଇବା ପରେ ଯୋଜନାବଦ୍ଧ ଭାବେ ଭାଗବତଙ୍କୁ ଧରିଲା ଭିଜିଲାନ୍ସ।
Crime
ମଦ ପିଇବା ପାଇଁ ଟଙ୍କା ନଦେବାରୁ ସ୍ତ୍ରୀଙ୍କୁ ହାଣିଦେଲା ସ୍ୱାମୀ
କୌଶଲ୍ୟା ଟଙ୍କା ଦେବାକୁ ମନା କରିଥିଲେ। ଯେଉଁଥିପାଇଁ ସ୍ୱାମୀ ଓ ସ୍ତ୍ରୀଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲେ। ଧୀରେ ଧୀରେ ଏହି ପାଟିତୁଣ୍ଡ ଉଗ୍ର ରୂପଧାରଣ କରିଥିଲା। ରାଗରେ ଉତ୍କ୍ଷିପ୍ତ ହୋଇ ହାତରେ ଧରିଥିବା କୁରାଢୀରେ କୌଶଲ୍ୟାଙ୍କୁ ଆକ୍ରମଣ କରିଥିଲେ ପଦନ।