ଗୁଣପୁର: ରାୟଗଡ଼ା ଜିଲ୍ଲା ଅବକାରୀ ବିଭାଗ ଓ ପଦ୍ମପୁର ଥାନା ପୋଲିସ ଆଜି ଆଶ୍ରାଗୁଡି ବନାଞ୍ଚଳର ପୃଥକ୍ ସ୍ଥାନରେ ଚଢ଼ାଉ କରି ୨୨ ଏକର ଗଞ୍ଜେଇ ଚାଷ ନଷ୍ଟ କରିଛି। ଗଞ୍ଜେଇ ଗଛ ଗୁଡ଼ିକୁ କାଟି ନିଆଁ ଲଗାଇ ପୋଡି ଦିଆଯାଇଛି।
ପୂର୍ବରୁ ତରଲେଣ୍ଡି ବନାଅଞ୍ଚଳରେ ୧୩ ଏକର, ହର୍ଲାଗୁଡା ବନାଞ୍ଚଳରେ ୨୧ ଏକର ଓ ଆଶ୍ରାଗୁଡି ବନାଞ୍ଚଳରେ ୨୮ ଏକର ଜମିରେ ହୋଇଥିବା ଗଞ୍ଜେଇ ଚାଷକୁ ନଷ୍ଟ କରାଯାଇଛି। ଅବକାରୀ ବିଭାଗ ଓ ପୋଲିସ୍ ଏପରି ପଦକ୍ଷେପକୁ ସାଧାରଣରେ ସ୍ୱାଗତ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବାଂଲାଦେଶୀ ଦେହଜୀବୀଙ୍କ କବ୍ଜାରେ ଟ୍ୱିନ୍ ସିଟି!
କଟକରୁ ଉଦ୍ଧାର ବାଂଲାଦେଶୀ ନାବାଳିକାଙ୍କ ବୟାନ ପରେ ପୁଣି ସତେଜ ହୋଇଛି ବାଂଲାଦେଶୀ ସେକ୍ସ ରାକେଟ୍ ପ୍ରସଙ୍ଗ। କଟକ ଆଉ ଭୁବନେଶ୍ୱରରେ ଆଡ୍ଡା ଜମାଇଲେଣି ବାଂଲାଦେଶୀ ଦେହଜୀବୀ।
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।
Crime
ମଦ ପିଇ ତିନି ସାଙ୍ଗଙ୍କ ବେପରୁଆ ଗାଡ଼ି ଚାଳନା; ଅଟକାଇବାରୁ ପୁଲିସକୁ ମାରିଦେଲେ
ପୁଲିସ ଏନକାଉଣ୍ଟରରେ ଜଣେ ଅଭିଯୁକ୍ତ ମୃତ।
Crime
ବନ୍ଦ କୋଠରୀରୁ ୮ ଦିନ ପରେ ସ୍ୱାମୀ ଉଦ୍ଧାର, ଖାଇବାକୁ ନଦେଇ ନିସ୍ତୁକ ମାଡ଼ ମାରି ବନ୍ଦୀ କରିଥିଲେ ସ୍ତ୍ରୀ
କସ୍ତାନ୍ତିନ ପରିଛା ଓ ତାଙ୍କ ପତ୍ନୀ ପ୍ରାଣ ରଞ୍ଜନି ପରିଛାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ଝଗଡ଼ା ଲାଗି ରହିଥିଲା।