ପାରାଦୀପ: ଉଦୟବଟ ଅଞ୍ଚଳରୁ ଯୁବକର ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ପାରାଦୀପ: ପାରାଦୀପ ଉଦୟବଟ ଅଞ୍ଚଳରେ ଥିବା ଏକ ହନୁମାନ ମନ୍ଦିର ନିକଟରୁ ଆଜି ଜଣେ ଯୁବକର ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଉଛନ୍ତି ଉଦୟବଟ ଅଞ୍ଚଳର ନିତାଇ ମଣ୍ଡଳ । ତେବେ ନିତାଇଙ୍କ ମୃତ୍ୟୁର କାରଣ ଜଣା ପଡ଼ିନାହିଁ। ପୋଲିସ୍ ଘଟଣା ସ୍ଥଳରେ ପହଞ୍ଚି ଶବକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏ ନେଇ ଏକ ମାମଲା ରୁଜୁ କରାଯାଇ ତଦନ୍ତ ଆରମ୍ଭ କରାଯାଇଛି ଏବଂ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ସଠିକ୍ କାରଣ ଜଣା […]

dead body

Rakesh Mallick
  • Published: Sunday, 17 April 2016
  • , Updated: 17 April 2016, 08:45 AM IST

ପାରାଦୀପ: ପାରାଦୀପ ଉଦୟବଟ ଅଞ୍ଚଳରେ ଥିବା ଏକ ହନୁମାନ ମନ୍ଦିର ନିକଟରୁ ଆଜି ଜଣେ ଯୁବକର ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଉଛନ୍ତି ଉଦୟବଟ ଅଞ୍ଚଳର ନିତାଇ ମଣ୍ଡଳ । ତେବେ ନିତାଇଙ୍କ ମୃତ୍ୟୁର କାରଣ ଜଣା ପଡ଼ିନାହିଁ।

ପୋଲିସ୍ ଘଟଣା ସ୍ଥଳରେ ପହଞ୍ଚି ଶବକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏ ନେଇ ଏକ ମାମଲା ରୁଜୁ କରାଯାଇ ତଦନ୍ତ ଆରମ୍ଭ କରାଯାଇଛି ଏବଂ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ସଠିକ୍ କାରଣ ଜଣା ପଡିବ ବୋଲି ପୋଲିସ୍ କହିଛି।

Related story