ପାରାଦୀପ: ବିଶ୍ୱାଳି ଛକ ନିକଟରେ ପୋଲିସ ଚଢାଉ କରି ମଙ୍ଗଳବାର ଏକ ୨ ମହଲା ଘରୁ ୪୦ ବ୍ୟାରେଲ କିରୋସିନ ଜବତ କରିବା ପରେ ଜଣଙ୍କୁ ଗିରଫ କରାଯାଇଛି। ଏବେ ପୋଲିସ ଏହି ଘଟଣାର ତନାଘନା ଆରମ୍ଭ କରିଛି ।
ଅନ୍ୟପକ୍ଷରେ ଆଇଓସିଏଲ୍ କର୍ତ୍ତୃପକ୍ଷ ତେଲ ଚୋରି ନେଇ ସାମୁଦ୍ରିକ ଥାନାରେ ଲିଖିତ ଅଭିଯୋଗ କରାଯାଇଛି। ଜିଲ୍ଲା ପ୍ରଶାସନ ମଧ୍ୟ ଏକ ବୈଠକ ଡକାଇ ତେଲ କିପରି ଓ କେତେବେଳେ ପରିବହନ ହେଉଛି, ତାହାର ସମୟସୀମା ଓ ପରିମାଣ ସମ୍ପର୍କରେ ସମ୍ପୂର୍ଣ୍ଣ ତଥ୍ୟ ପ୍ରଦାନ ପାଇଁ ଆଇଓସିଏଲ୍ କର୍ତ୍ତୃପକ୍ଷଙ୍କୁ କହିଛନ୍ତି। ଏହା ପୂର୍ବରୁ ଆଇଓସିଏଲ୍ର ବରିଷ୍ଠ ପଦାଧିକାରୀଙ୍କୁ ନେଇ ପାରାଦୀପ ଅତିରିକ୍ତ ଜିଲ୍ଲାପାଳ ଏକ ବୈଠକରେ ଆଲୋଚନା କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।
Crime
ବବିଙ୍କ ଭାଇ ଭବଙ୍କ ନାଁରେ ମାମଲା ରୁଜୁ
ଦୁଇ ଦିନ ତଳେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିବାଦୀୟ ହୋଇପଡ଼ିଥିବା ବବିଙ୍କ ଭାଇଙ୍କ ବିରୋଧରେ ଜଣେ ପରିବା ବ୍ୟବସାୟୀ ଦେଇଥିଲେ ଏତଲା।