ପାରାଦୀପ: ସିୱେଜ ସିପିଂ ଜିଏମ୍ ମହେନ୍ଦ୍ର ସ୍ୱାଇଁ ହତ୍ୟା ମାମଲାରେ ଶିଳ୍ପପତି ମହିମା ମିଶ୍ରଙ୍କ ଭଣଜା ତଥା ଓଡ଼ିଶା ଷ୍ଟିଭେଡର୍ସ ଲିମିଟେଡ (ଓଏସ୍ଏଲ୍) ଡାଇରେକ୍ଟର ଚିନ୍ମୟ ମିଶ୍ର ଓ ଓଏସ୍ଏଲ୍ ଡିଜିଏମ୍ ରବୀନ୍ଦ୍ର ଦଳେଇଙ୍କୁ ଦ୍ୱିତୀୟ ଥର ପାଇଁ ଆଜି ପରାଦୀପ ଥାନାରେ ଜେରା କରାଯାଇଛି ।
ଆଜି ସୁଦ୍ଧା ହାଜର ହେବାକୁ ଗତ ୨୦ ତାରିଖରେ ପାରାଦୀପ ପୋଲିସ ଉଭୟଙ୍କୁ ଦ୍ୱିତୀୟ ଥର ପାଇଁ ନୋଟିସ୍ କରିଥିଲା। ପ୍ରଥମ ନୋଟିସ୍ ପରେ ମଧ୍ୟ ଉଭୟ ଥାନାରେ ହାଜର ହୋଇଥିଲେ।
ସେହିପରି ଗିରଫ ମହିମାଙ୍କ ସହଯୋଗୀ ବସନ୍ତ ବଳଙ୍କ ପୁଅ ଚିନ୍ମୟ ବଳଙ୍କୁ ମଧ୍ୟ ପାରାଦୀପ ପୋଲିସ ନୋଟିସ୍ କରିଛି। ୨୪ ତାରିଖ ସୁଦ୍ଧା ହାଜର ହେବାକୁ ନୋଟିସ୍ରେ କୁହାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସରକାରୀ ଚାକିରି ବେପାର କରୁଥିଲେ 420 ଦମ୍ପତି
ରାଉରକେଲା ଟିମ୍ବର କୋଲୋନୀର ଲକ୍ଷ୍ମୀ ତନ୍ତି ଓ ତାଙ୍କ ସ୍ଵାମୀ ସଂଗ୍ରାମ ସାହୁ ପାଠଶାଠ କମ୍ ପଢ଼ିଛନ୍ତି। ତଥାପି ସରକାରୀ ଚାକିରି ବାଣ୍ଟୁଥିଲେ। ମାସର ଥରେ ବେକରେ ଆଇକାର୍ଡ ପକାଇ ରାଉରକେଲା କୋର୍ଟକୁ ଯାଉଥିଲେ।
Crime
ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ, ଭିଡିଓ ଭାଇରାଲ ପରେ ମାମଲା ରୁଜୁ
ଆଗରୁ ଟ୍ରାଫିକ ନିୟମ ଭାଙ୍ଗି ୧୦ ଥର ଜୋରିମାନା ଦେଇଥିଲେ। ଏବେ ପୁଣି ବାନ୍ଧବୀଙ୍କୁ ଧରି ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ।
Crime
ଅଭିନବ ଠକେଇ: ସନ୍ତାନହୀନ ମହିଳାଙ୍କୁ ଗର୍ଭବତୀ କଲେ ୫ ଲକ୍ଷ ମିଳିବ କହି ଲୋକଙ୍କ କରୁଥିଲେ ଚଳୁ
ଦେଶର ଏକାଧିକ ରାଜ୍ୟରେ ଚାଲୁଥିଲା ଏହି ରାକେଟ୍। ଏମାନଙ୍କ ଜାଲରେ ଯିଏ ଫସିଲା, ତାକୁ ବିଭିନ୍ନ ପର୍ଯ୍ୟାୟରେ ରେଜିଷ୍ଟ୍ରେସନ ପାଇଁ ୫୦୦ରୁ ୨୦ହଜାର ଟଙ୍କା ଆଦାୟ କରାଯାଉଥିଲା।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।