ପାରଳାଖେମୁଣ୍ଡି: ପାରଳାଖେମୁଣ୍ଡି ରାଜପ୍ରାସାଦ ମ୍ୟାନେଜର ଅନଙ୍ଗମଞ୍ଜରୀ ଦେବୀଙ୍କ ସହ ୪ ଜଣ ଆତ୍ମହତ୍ୟା ମାମଲାରେ ଦ୍ୱିତୀୟ ପର୍ଯ୍ୟାୟ ଏସ୍ଆଇଟି ତଦନ୍ତ ଶେଷ ହୋଇଛି। ଦ୍ୱିତୀୟ ପର୍ଯ୍ୟାୟ ତଦନ୍ତ ବେଳେ ୧୯ ତାରିଖରେ ବିବାଦୀୟ ପୋଷ୍ଟର ଛାପିଥିବା ନୀଳକଣ୍ଠ ଅଫ୍ସେଟ ପ୍ରିଣ୍ଟିଂ ପ୍ରେସ ମାଲିକ ନାରାୟଣ ମହାପାତ୍ରଙ୍କୁ ପଚରାଉଚରା କରାଯାଇଥିଲା।
୨୦୧୧ ଓ ୨୦୧୨ ମସିହାରେ ମହାରାଜଙ୍କ ଜମି କିଣାବିକା ପ୍ରସଙ୍ଗରେ ଜବତ ହୋଇଥିବା ନଥିପତ୍ରକୁ ନେଇ ଜମି କିଣିଥିବା ବ୍ୟକ୍ତିଙ୍କୁ ମଧ୍ୟ ଜେରା କରିଥିଲା ଏସ୍ଆଇଟି। ରାଜପ୍ରସାଦ ମ୍ୟାନେଜର ଅନଙ୍ଗମଞ୍ଜରୀଙ୍କ ମୃତ୍ୟୁ ପୂର୍ବରୁ ସେମାନଙ୍କ ସହ କଥାବାର୍ତ୍ତା ହୋଇଥିବା ପଡୋଶୀଙ୍କୁ ମଧ୍ୟ ଏସ୍ଆଇଟି ଟିମ୍ ପଚରାଉଚରା କରିଥିଲା।
ତା’ସହ ଆତ୍ମହତ୍ୟା ଘଟଣା ନେଇ ରାଜପ୍ରାସାଦ କର୍ମଚାରୀଙ୍କ ସହ ଆନ୍ଧ୍ରପ୍ରଦେଶର ପୁରୁଣାପାଟଣାରେ ରହୁଥିବା ଜଣେ ରାଜମିସ୍ତ୍ରୀ ଆନନ୍ଦଙ୍କୁ ମଧ୍ୟ ପଚରାଉଚୁରା କରିଥିଲା ଏସ୍ଆଇଟି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ରାତି ଅଧରେ ଫୁଟିଲା ବୋମା, ଦୁର୍ବୃତ୍ତ ଫେରାର
ଗତ ରାତିରେ ଫୁଟିଛି ବୋମା । ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ହୋଇଛି ବୋମା ମାଡ଼ ।
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।
Crime
୮ ବର୍ଷ ତଳେ ଗିରଫ ହୋଇଥିଲେ, ତଥାପି ସୁଧୁରିଲେନି; ପୁଣି ଲାଞ୍ଚ ନେଇ ବନ୍ଧା ହେଲେ
ଲାଞ୍ଚ ନେଇ ଧରାପଡ଼ିବା ପରେ ଏଆରଆଇ ଶ୍ରୀ ବେହେରାଙ୍କ ଦୁଇଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା।
Crime
ମିଛ ଚିଠି ଦେଖାଇଥିଲେ, ଭାଙ୍ଗିପାରେ ବୈକୁଣ୍ଠଧାମ ଆଶ୍ରମ
ଭୁବନେଶ୍ୱର ଘାଟିକିଆ ମୌଜାର ଖାତା ନଂ 2333ର ପ୍ଲଟ ନଂ 1215 ଉପରେଥିବା ବୈକୁଣ୍ଠ ଧାମ ଆଶ୍ରମର ନିର୍ମାଣ ହୋଇଛି। ଏହା ଉପରେ କୌଣସି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରିବାକୁ ଗତ ନଭେମ୍ବର ମାସ 21 ତାରିଖରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଜାରୀ କରିଥିଲେ।
Crime
୩ ପ୍ରେମିକ ଭଲ ପାଉଥିଲେ; ବାହା ହେବା ପାଇଁ ମନା କରିବାରୁ ମାରି ଝୁଲାଇ ଦେଲେ!
ଜେମାଙ୍କଠାରୁ ପ୍ରତ୍ୟାଖିତ ହେବା ପରେ ଏକ ତରଫା ପ୍ରେମିକମାନେ ଚିନ୍ତାରେ ପଡ଼ିଯାଇଥିଲେ। ପ୍ରତିଶୋଧ ପରାୟଣା ହୋପଡ଼ିଥିଲେ। ଜେମାଙ୍କୁ ରାସ୍ତାରୁ ହଟାଇବା ପାଇଁ ଯୋଜନା କରିଥିଲେ। ଆଜି ଅପରାହ୍ନରେ ଜେମାଙ୍କୁ ହତ୍ୟା କରି ଗାଁ ମୁଣ୍ଡ ଗଛରେ ଥିବା ଏକ ଗଛରେ ଝୁଲାଇ ଦେଲେ।