ପାଟଣାଗଡ଼: ବଲାଙ୍ଗିର ସଦର ଥାନା ଅନ୍ତର୍ଗତ ଗଡଶଙ୍କର ଡୁଙ୍ଗୁରିପାଲି ନିକଟସ୍ଥ ପୋଡମୁଣ୍ଡ ଗ୍ରାମ ସ୍କୁଲ ନିକଟରେ ଏକ ପିକ୍ଅପ ଭ୍ୟାନ (ଓଆର ୦୩ ଏଚ ୦୦୯୫)ରେ ବେଆଇନ ଭାବେ ଯାଉଥିବା ୪୫ ବସ୍ତା ମହୁଲ ଫୁଲ ଅବକାରୀ ବିଭାଗ ଜବତ କରିଛି। ବେଆଇନ ଭାବେ ଏହି ମହୁଲ ଫୁଲ ଚାଲାଣ କରୁଥିବା ଅଭିଯୋଗରେ ଅବକାରୀ ବିଭାଗ ଗାଡି ଚାଳକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।
ଅବକାରୀ ବିଭାଗ ପକ୍ଷରୁ ପାଟ୍ରୋଲିଂ କରାଯାଉଥିବା ବେଳେ ଗାଡିରେ କିଛି ବସ୍ତା ଥିବା ଦେଖି ସନ୍ଦେହ ଅଟକ ରଖି ଯାଞ୍ଚ କରିଥିଲା। ଯାଞ୍ଚ ବେଳେ ଗାଡି ଚାଳକ ସତ୍ୟ ବାଗ୍ ମହୁଲ ଫୁଲ ସମ୍ପର୍କୀତ ଆବଶ୍ୟକ କାଗଜପତ୍ର ଦେଖାଇ ନ ପାରିବାରୁ ତାଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିବା ଅବକାରୀ ସବ୍ ଇନ୍ସପେକ୍ଟର ଉଦେଲାଲ ନାଏକ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।
Crime
ବବିଙ୍କ ଭାଇ ଭବଙ୍କ ନାଁରେ ମାମଲା ରୁଜୁ
ଦୁଇ ଦିନ ତଳେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିବାଦୀୟ ହୋଇପଡ଼ିଥିବା ବବିଙ୍କ ଭାଇଙ୍କ ବିରୋଧରେ ଜଣେ ପରିବା ବ୍ୟବସାୟୀ ଦେଇଥିଲେ ଏତଲା।