ପାଟକୁରା: କେନ୍ଦ୍ରପଡା ବନଖଣ୍ଡ ମାର୍ଶାଘାଇ ଥାନା ଅଞ୍ଚଳ ବଡପାଳ ଗୋଡା ନିକଟରେ ଥିବା କରତ କଳ ଉପରେ କଟକ ଦୁର୍ନୀତି ନିବାରଣ ବିଭାଗ ଏବଂ କଟକ ବନଖଣ୍ଡ ବିଭାଗ ସମେତ ମର୍ଶାଘାଇ ଥାନା ପୋଲିସ ଚଢ଼ାଉ କରିଛି। ଏଥିରେ ବଡପାଳରେ ବେଆଇନ ଭାବେ ଚାଲଥିବା କରତକଳକୁ ଜବତ କରାଯିବା ସହିତ ବିପୁଳ ପରିମାଣର ଶାଳ ପିଆଶାଳ କାଠ ଜବତ କରାଯାଇଛି । କରତ କଳର ମାଲିକ ଫେରାର ଅଛନ୍ତି। ତାଙ୍କୁ ଗିରଫ କରିବା ପାଇଁ ବନ ବିଭାଗ ଉଦ୍ୟମ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଓଡ଼ିଶା-ଛତିଶଗଡ଼ ସୀମାରେ ନକ୍ସଲ କ୍ୟାମ୍ପ୍ ଠାବ; ବିପୁଳ ନକ୍ସଲ ସାମଗ୍ରୀ ଜବତ
ନକ୍ସଲ କ୍ୟାମ୍ପରୁ ବନ୍ଧୁକ ସମେତ ଅନ୍ୟ ନକ୍ସଲ ସାମଗ୍ରୀ ଜବତ ହୋଇଛି।
Crime
ଆୟଠାରୁ ୨୮୦% ଅଧିକ ସମ୍ପତ୍ତି ଠୁଳ କରି ବନ୍ଧା ହେଲେ ଖାଦ୍ୟ ଯୋଗାଣ ଅଧିକାରୀ
ସିଏସ୍ଓ ସୁରେଶ କୁମାର ପାଣିଗ୍ରାହୀଙ୍କ ସମସ୍ତ ସମ୍ପତ୍ତି ଠାବ କରି ତା’ର ହିସାବ କଲାପରେ ତାଙ୍କ ଆୟ ଓ ବ୍ୟୟର ହିସାବ କରାଯାଇଥିଲା ଏବଂ ସେ ତାଙ୍କ ଆୟଠାରୁ ୨୮୦% ସଂପତ୍ତି ଠୁଳ କରିଥିବା ଜଣାପଡ଼ିଛି।
Crime
କୋଟିପତି ଯୋଗାଣ ଅଧିକାରୀ ଗିରଫ
ବ୍ୟାଙ୍କରେ ସୁରେଶ କୁମାର ପାଣିଗ୍ରାହୀଙ୍କର କେବଳ ୧.୭୨ କୋଟି ଟଙ୍କାର ଜମା ରହିଛି।
Crime
ନାବାଳକ ଛାତ୍ର ସହ ସେକ୍ସ କରିଥିଲେ ଶିକ୍ଷୟିତ୍ରୀ, ମିଳିଲା ୩୦ ବର୍ଷ ଜେଲ୍
ଅଷ୍ଟମ ଶ୍ରେଣୀ ଛାତ୍ରକୁ ମଦ, ଗଞ୍ଜେଇ ଭଳି ନିଶାଦ୍ରବ୍ୟ ଦେଇ ତା' ସହ ବାରମ୍ବାର ଶାରିରୀକ ସମ୍ପର୍କ ରଖିଥିଲେ ଶିକ୍ଷୟିତ୍ରୀ। ଅଭିଯୋଗ ପରେ କରିଥିଲେ ଆତ୍ମସମର୍ପଣ।
Crime
ଡିଜିଟାଲ ଆରେଷ୍ଟର ଧମକ; ବିଲ୍ଡରଙ୍କ ଠାରୁ କୋଟିଏ ଟଙ୍କା ଲୁଟ୍
ଅହମ୍ମଦାବାଦର ଜଣେ ବିଲ୍ଡରଙ୍କ ଠାରୁ କୋଟିଏ ଟଙ୍କା ଲୁଟି ନେଇଛନ୍ତି ସାଇବର ଲୁଟେରା।