ଗାଁ ସାଥୀଙ୍କଠାରୁ ୧୦ ହଜାର ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କଲାହାଣ୍ଡି ଜିଲ୍ଲା ଥୁ. ରାମପୁର ବ୍ଲକ କାଣୀଗୁମ୍ମା ପଞ୍ଚାୟତର ପିଇଓ ସଂଜୟ ନାୟକ। ପୁଲିସ ତାଙ୍କଠାରୁ ଲାଞ୍ଚ ଟଙ୍କା ଜବତ କରିଛି।
କାଗଜପତ୍ର କାମ ପାଇଁ ଗାଁ ସାଥୀଙ୍କଠାରୁ ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ ସଂଜୟ। ଏନେଇ ଗାଁ ସାଥୀ ଭିଜିଲାନ୍ସ ନିକଟରେ ଅଭିଯୋଗ କରିଥିଲେ। ସଂଜୟ ଆଜି ସକାଳେ ଜଳେଶ୍ଵର ମନ୍ଦିର ପଡା ନିଜ ବାସଭବନରେ ଲାଞ୍ଚ ଟଙ୍କା ବେଳେ ମାଡ଼ି ବସିଥିଲା ଭିଜିଲାନ୍ସ। ଭିଜିଲାନ୍ସ ସଂଜୟଙ୍କ ଠାରୁ ଲାଞ୍ଚ ଟଙ୍କା ଜବତ କରିବା ସହ ଅଟକ ରଖି ପଚରାଉଚରା କରୁଛି।
Also Read
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ହଷ୍ଟେଲ ବାଥରୁମ୍ରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର
ଛାତ୍ରୀଙ୍କୁ ହତ୍ୟା କରାଯାଇଛି ନା ସେ ଆତ୍ମହତ୍ୟା କରିଛନ୍ତି ତାହା ଜଣାପଡ଼ିନାହିଁ।
Crime
ମୁଁ ଆଇଏଏସ୍ ଅଫିସର; ଚାକିରି କରାଇଦେବି କହି ଲୁଟୁଥିଲେ ମହିଳା
ଆଶାୟୀଙ୍କଠାରୁ କୋଟି କୋଟି ଟଙ୍କା ଠକେଇ କରିଥିବା ନେଇ କଟକ ବିଡାନାସୀ ଥାନାରେ ଅଭିଯୋଗ ହୋଇଛି।
Crime
ବାରଣାସୀରେ ନାଁ ପକାଇଲେ ଓଡ଼ିଆ ପୁଅ; ୨ ଲକ୍ଷ ବିଲ୍ ନ ଦେଇ ଫାଇଭ ଷ୍ଟାର ହୋଟେଲ୍ରୁ ଖସିଗଲେ
ଓଡ଼ିଆ ପୁଅ କଲେ ୪୨୦ କାମ । ବାହାର ରାଜ୍ୟରେ ଓଡ଼ିଶାର ନାଁ ପକାଇଲେ। ନିଜ କାମ ଯୋଗୁ ସମଗ୍ର ରାଜ୍ୟକୁ ବଦନାମ କରାଇଲେ। ଏପରି ଜଣେ ଧ୍ରୂତ ଓ ଧୁରନ୍ଧର ଯୁବକ ହେଉଛନ୍ତି ସାର୍ଥକ ସଞ୍ଜୟ । ତାଙ୍କ ଘର ଓଡ଼ିଶାରେ ହୋଇଥିବା ବେଳେ ଏବେ ତାଙ୍କୁ ଖୋଜୁଛି ଉତ୍ତରପ୍ରଦେଶ ପୁଲିସ୍।
Crime
ନିଶାସକ୍ତ ଯୁବକଙ୍କ ଉନ୍ମତ କାଣ୍ଡ; ୪ ଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ
ନିଶାସକ୍ତ ଯୁବକ ଘଟାଇଲେ ଉନ୍ମତ କାଣ୍ଡ। ଅଣ୍ଡା ଓ ଟଙ୍କା ନ ଦେବାରୁ ଜଣେ ଅଣ୍ଡା ଟ୍ରକ୍ ଡ୍ରାଇଭରଙ୍କ ସମେତ ୪ ଜଣଙ୍କୁ ଗୋଡ଼ାଇ ଗୋଡ଼େଇ ହାଣିଲେ। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାଯାଇଛି
Crime
ପିକଅପ୍ ଭ୍ୟାନରେ ଚାଲାଣ ହେଉଥିଲା ଗୋରୁ; ମାଡ଼ି ବସିଲା ପୁଲିସ
ଉଦ୍ଧାର ହୋଇଥିବା ଗୋରୁଙ୍କୁ ଗୋଶାଳାରେ ଛଡାଯିବ ବୋଲି ଜଣାଯାଇଛି।