ବ୍ରହ୍ମପୁରରେ ଲଜ୍ଜା.... ନିଶା ଦେଇ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ | Odisha Reporter
Advertisment
ଗଞ୍ଜାମ ଜିଲ୍ଲା ବ୍ରହ୍ମପୁରରେ ଏକ ଲୋମହର୍ଷଣକାରୀ ଘଟଣା ଘଟିଛି। ଯୁକ୍ତ ଦୁଇରେ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ତାଙ୍କର ୮ ସହପାଠୀ ଗଣବଳାତ୍କାର କରିଥିବା ଅଭିଯୋଗ ହୋଇଛି। ପୁଲିସ ଏହି ଘଟଣାରେ ୮ ଜଣଙ୍କୁ ଅଟକ ରଖି ସେମାନଙ୍କ ଡାକ୍ତରୀମାଇନା କରିଥିବା ଜଣାପଡ଼ିଛି ଓ ଏହାସହ ତଦନ୍ତ ଜାରି ରଖିଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us