ବଲାଙ୍ଗିର ଜିଲ୍ଲା ତୁଷୁରା ଥାନାରେ ପୁଲିସ ଓ ପବ୍ଲିକ ମଧ୍ୟରେ ମୁହାଁମୁହିଁ ଏବଂ ଧସ୍ତାଧସ୍ତି ହୋଇଛି। ସେଠାରେ ସ୍ଥିତି ଏବେ ବି ଉତ୍ତେଜନାପୂର୍ଣ୍ଣ ରହିଛି।
ପୂର୍ବରୁ ଗୋଦାମପଡ଼ା ଓ ପତିତପାବନପଡ଼ା ଗାଁ ମଧ୍ୟରେ ସଂଘର୍ଷ ହୋଇଥିଲା। ତେବେ ଏହି ଘଟଣାରେ ପୁଲିସ କୌଣସି କାର୍ଯ୍ୟାନୁଷ୍ଠାନ
Also Read
କାର୍ଯ୍ୟାନୁଷ୍ଠାନ ଦାବିରେ ଗୋଦାମପଡ଼ାବାସୀ ଆଜି ଥାନା ଆଗରେ ପ୍ରତିବାଦ କରୁଥିଲେ। ଥାନା ବାହାରେ ପ୍ରତିବାଦ କରୁଥିବାବେଳେ ଅତର୍କିତ ଭାବେ କିଛି ଲୋକେ ହଠାତ ଥାନା ଭିତରକୁ ଧସେଇ ପଶିଥିଲେ।
ସେମାନେ ଥାନ ପରିସରରେ ପୁଲିସ ଗାଡ଼ିକୁ ଆକ୍ରମଣ କରି ଭାଙ୍ଗିବା ପାଇଁ ଉଦ୍ୟମ କରୁଥିଲେ। ଏହାପରେ ଜବାବରେ ପୁଲିସ ମଧ୍ୟ ସେମାନଙ୍କୁ ଗୋଡ଼ାଇ ଗୋଡ଼ାଇ ପିଟିଥିଲା। ଫଳରେ ସେମାନେ ସେଠାରୁ ଛତ୍ରଭଙ୍ଗ ଦେଇଥିଲେ । ବର୍ତ୍ତମାନ ବି ସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି। ସ୍ଥିତିକୁ ଦେଖି ନିକଟସ୍ଥ ଦେଓଗାଁରୁ ବି ତୁଷରାକୁ ପୁଲିସ ପଠାଯାଇଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଭାଣିଜୀ ପ୍ରେମ ବିବାହ କଲା ବୋଲି ଭୋଜିରେ ବିଷ ମିଶାଇଦେଲା ମାମୁ
ଉପସ୍ଥିତ ଲୋକେ ଅଭିଯୁକ୍ତ ମାମୁକୁ ଅଟକାଇବାକୁ ଚେଷ୍ଟା କରିଥିଲେ ବି ସେ ଖସି ପଳାଇଛି।
Crime
ବ୍ରାଉନ୍ସୁଗର ପାଇଁ ମର୍ଡର! ମହିଳା ମାଷ୍ଟରମାଇଣ୍ଡ ସମେତ ୩ ଗିରଫ
ଜେଲ୍ରୁ ବାହାରିବା ପରେ ପ୍ରତିଶୋଧ ପରାୟଣା ହୋଇପଡ଼ିଥିଲେ। ତାଙ୍କ ଜେଲ୍ ଯିବା ପଛରେ ସହଦେବ ନାୟକଙ୍କ ହାତ ଥିବା ସେ ସନ୍ଦେହ କରୁଥିଲେ। ତେଣୁ ତାଙ୍କୁ ରାସ୍ତାରୁ ହଟାଇବା ପାଇଁ ମହିଳା ଜଣକ ଯୋଜନା କରିଥିଲେ।
Crime
୧୭ ବର୍ଷ ପୂର୍ବେ ହୋଇଥିଲା 'ହତ୍ୟା'; ଏବେ ଜୀବନ୍ତ ଧରିଲା ପୁଲିସ
ଏହି ହତ୍ୟା ମାମଲାରେ ୪ଜଣଙ୍କୁ ଗିରଫ ମଧ୍ୟ କରାଗଲା। ସେମାନେ ହତ୍ୟା ଅଭିଯୁକ୍ତ ଭାବରେ ଜେଲରେ ସଜ୍ଜା କାଟିଲେ। ଏବେ ବିହାରର ସେହି ବ୍ୟକ୍ତିଙ୍କୁ ଝାନସୀରୁ ଜୀବନ୍ତ ଧରିଲା ପୁଲିସ।
Crime
ସରୋଜଙ୍କ ପରେ ହଂସିକାଙ୍କ ଆଉ ଜଣେ ସ୍ୱାମୀଙ୍କ ଘରେ IT
ମନୋଜଙ୍କ ଘରୁ ମିଳିଥିବା ଆର୍ଥିକ କାରବାର ସମ୍ପର୍କିତ କାଗଜପତ୍ର ଧରି ବାଲିଗୁଡା ଷ୍ଟେଟ ବ୍ୟାଙ୍କ ଯାଇଥିଲେ ଆୟକର ବିଭାଗ ଟିମ୍। ସେଠାରେ ମଧ୍ୟ ତନାଘନା କରିଥିଲେ। ଗୋଟିଏ ଟିମ୍ ମନୋଜଙ୍କ ଘରେ ଖାନତଲାସୀ କରୁଥିବା ବେଳେ ଆଉ ଗୋଟିଏ ଟିମ୍ ବ୍ୟାଙ୍କରେ ଖୋଳତାଡ଼ କରିଥିଲା।
Crime
ନକ୍ସଲ ଖଞ୍ଜିଥିଲେ IED ବୋମା, ଅଳ୍ପକେ ବର୍ତ୍ତିଲେ ଯବାନ
ନକ୍ସଲଙ୍କ ଗତିବିଧି ଥିବା ଜାଣିପାରି CRPF ଓ SOG ଯବାନ ମିଳିତ ଭାବେ ବାଲିଗୁଡ଼ା ଥାନା ମାରଦୁଲି ଜଙ୍ଗଲରେ କୁମ୍ବିଂ ଅପେରସନ କରୁଥିଲେ। ଜଙ୍ଗଲରେ ସର୍ଚ୍ଚ ଅପରେସନ୍ କରୁଥିବା ବେଳେ ଦୁଇଟି IED ବୋମା ଓ ନକ୍ସଲ କ୍ୟାମ୍ପ ଠାବ ହୋଇଥିଲା।