Advertisment

ତନ୍ତ୍ର ସାଧନା ପାଇଁ ବାବାଙ୍କୁ ମାରି ରକ୍ତ ଶୋଷି ଦେଲେ

ତନ୍ତ୍ର ସାଧନା ପାଇଁ ବାବାଙ୍କ ଜୀବନ ନେଲେ ଅନ୍ୟ ଜଣେ ବାବା। ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ଘଟଣାଟି ସତ୍ୟ। ବାବାଙ୍କ କାଠଫାଳିଆ ମାଡ଼ରେ ଜଣେ ବାବାଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ବାବା ଆଜି ଏସ୍‌ସିବିରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି ।

Advertisment

ପୁରୀ ଗୁରୁକୃପା ଆଶ୍ରମରେ ବାବାଙ୍କୁ ବାବାଙ୍କ ଆକ୍ରମଣ ଘଟଣା । ତନ୍ତ୍ର ସାଧନା ପାଇଁ ୨ ଜଣ ବାବାଙ୍କ ଜୀବନ ନେଲେ ଅନ୍ୟ ଜଣେ ବାବା। ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ଘଟଣାଟି ସତ୍ୟ। ବାବାଙ୍କ କାଠଫାଳିଆ ମାଡ଼ରେ ଜଣେ ବାବାଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ବାବା ଆଜି ଏସ୍‌ସିବିରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି ।

Advertisment
Odisha Puri
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe