ବାଇକ୍ ଚୋରି ଅଭିଯୋଗରେ ୮ ଜଣଙ୍କୁ ଗିରଫ କରିଛି ପୁଲିସ। ଏଭଳି ଅଭିଯୋଗ ଆସିଛି ଅନୁଗୋଳ ଜିଲ୍ଲା ନିଶା ଶିଳ୍ପାଞ୍ଚଳରୁ। ଏଥିରେ ପୁଲିସ ୧୧ଟି ଚୋରି ବାଇକ୍ ଉଦ୍ଧାର କରିବା ସହ ୮ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି।
Also Read
ଗତ କିଛିଦିନ ହେବ ନିଶା ସ୍ଥିତ ଏକ ଘରୋଇ କାରଖାନାର ମ୍ୟାଟେରିଆଲ ଗେଟ୍ ସମ୍ମୁଖରୁ ବାଇକ ଚୋରି ହେଉଥିଲା। ଏନେଇ ଥାନାରେ ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଅଧାରକରି ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଥିଲା। ଏହି ଚୋରି ଘଟଣାର ପୁଲିସ ତଦନ୍ତ କରି ଜରିପଡ଼ା ଥାନା ଅଞ୍ଚଳରୁ ୧୧ଟି ବାଇକ୍ ଉଦ୍ଧାର କରିଥିଲା। ଏହା ସହିତ ଚୋରି ଘଟଣାରେ ସଂପୃକ୍ତ ଥିବା ୩ଜଣଙ୍କ ସହ ଚୋରି ବାଇକ୍ କିଣିବା ଅଭିଯୋଗରେ ୫ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୁଲିସ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଜାରିଂ ଗଣଦୁଷ୍କର୍ମ ମାମଲା: ଲିଫ୍ଟ ବାହାନାରେ ଧୋକା ଦେଇଥିଲେ ପରିଚିତ ବ୍ୟକ୍ତି, ୬ ଜଣଙ୍କୁ ମିଳିଲା ଆଜୀବନ କାରାଦଣ୍ଡାଦେଶ
ଭିଡିଓ ଭାଇରାଲ କରିବା ଅଭିଯୋଗରେ ଯେଉଁ ୩ ଜଣ ଗିରଫ ହୋଇଥିଲେ, କୋର୍ଟ ସେମାନଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି।
Crime
ବିଜେପିକୁ ସମର୍ଥନ କରିବାରୁ ଦଳିତ ଯୁବତୀଙ୍କୁ ହତ୍ୟା!
ଉତ୍ତର ପ୍ରଦେଶ ଉପନିର୍ବାଚନରେ ବିଜେପିକୁ ସମର୍ଥନ କରିବାରୁ ଦଳିତ ଯୁବତୀଙ୍କୁ ହତ୍ୟା। ପରିବାରର ଅଭିଯୋଗକ୍ରମେ ସମାଜବାଦୀ ପାର୍ଟି ସମର୍ଥକଙ୍କୁ ଗିରଫ କଲା ପୁଲିସ।
Crime
ବାହାଘର ପ୍ରସ୍ତାବକୁ ମନା କଲେ ଗୁରୁମା, ସ୍କୁଲରେ ପଶି ତଣ୍ଟି କାଟିଦେଲା ପାଗଳ ପ୍ରେମୀ
ଘର ଲୋକଙ୍କ ଦ୍ୱାରା ଗୁରୁମାଙ୍କ ପାଖକୁ ବାହାଘର ପ୍ରସ୍ତାବ ଆସିଥିଲେ ହେଁ ସେ ଏହାକୁ ପ୍ରତ୍ୟାଖ୍ୟାନ କରି ଦେଇଥିଲେ। ବାସ୍ ଏଥିରେ ରାଗି ଯାଇ ପାଗଳ ପ୍ରେମିକ ଜଣକ ସ୍କୁଲରେ ପଶି ଗୁରୁମାଙ୍କ ତଣ୍ଟି କାଟି ହତ୍ୟା କରିଛି।
Crime
ନବଜାତକୁ ୨୦ ହଜାର ଟଙ୍କାରେ ପର ହାତକୁ ଟେକି ଦେଇଥିଲେ ବାପାମା’; ଆନ୍ଧ୍ରରୁ ଉଦ୍ଧାର
ପିଲାଟି ଜନ୍ମ ହେବାର ୯ ଦିନ ପରେ ନିଜର ନବଜାତ ଶିଶୁଟିକୁ ଅନ୍ୟ ହାତକୁ ଟେକି ଦେଇଥିଲେ ବାପାମା’।
Crime
୨୫ ଲକ୍ଷର ଅଳଙ୍କାର ଧରି ଫେରୁଥିଲେ ବାପପୁଅ, ଭୁଜାଲି ଦେଖାଇଲେ ଲୁଟେରା
ଦୋକାନୀ ବାପପୁଅ ୨୫ ଲକ୍ଷ ଟଙ୍କାର ଅଳଙ୍କାର ଧରି ଘରକୁ ଫେରୁଥିବା ବେଳେ ବନ୍ଧୁକ, ଭୁଜାଲି ଦେଖାଇ ଲୁଟିନେଲେ ୬ ଲୁଟେରା।