Advertisment

ହାର୍ଡକୋର ନକ୍ସଲ ପ୍ରଭାକର ଗିରଫ; ୨୫ ଲକ୍ଷ ଥିଲା ପୁରସ୍କାର ରାଶି

ପ୍ରଭାକରଙ୍କ ନାଁରେ ୨୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରାଯାଇଥିଲା।

Arrested

Arrested

Advertisment

ପୁଲିସକୁ ମିଳିଛି ‍ବଡ଼ ସଫଳତା। ହାର୍ଡକୋର ନକ୍ସଲଙ୍କୁ ବାନ୍ଧିଲା ପୁଲିସ। ମାଲକାନଗିରି ସୀମାନ୍ତ ଛତିଶଗଡ଼ର ବିଜାପୁରରୁ ନକ୍ସଲ ନେତା ବାଲମୁରି ନାରାୟଣ ରାଓ ଓରଫ ପ୍ରଭାକରଙ୍କୁ ଗିରଫ କରିଛି ପୁଲିସ। ତାଙ୍କ ନାଁରେ ୨୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରାଯାଇଥିଲା।

Advertisment

ପ୍ରଭାକର ୪୦ ବର୍ଷ ଧରି ନକ୍ସଲ ସଂଗ୍ରଠନରେ କାମ କରୁଥିଲେ। ଏଥିସହ ପ୍ରଭାକରଙ୍କ ପତ୍ନୀ ରାଜେ କାଙ୍ଗେ ସଂଗଠନରେ ଡିଭିଜନାଲ କମିଟି ମେମ୍ବର ପଦବୀରେ କାମ କରୁଛନ୍ତି।

ପ୍ରଭାକରଙ୍କ ନାମରେ ସରକାର ୨୫ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରିଥିଲେ। ଗତକାଲି ପୁଲିସ ପ୍ରଭାକରଙ୍କୁ ଧରିବାରେ ସଫଳ ହୋଇଛି। ପୁଲିସ ତାଙ୍କୁ ଗିରଫ କରି ପଚରାଉଚରା କରୁଛି।

Advertisment
Malkangiri
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe