Advertisment

ନୂଆ ବର୍ଷ ପୂର୍ବରୁ ରାଜଧାନୀରେ ଏନକାଉଣ୍ଟର; କୁଖ୍ୟାତ ଅପରାଧୀ ରଘୁ ଆହତ

କୁଖ୍ୟାତ ଅପରାଧୀ ରଘୁ ବିଶ୍ୱାଳକୁ ଏନକାଉଣ୍ଟର କରିଛି ଭୁବନେଶ୍ୱର କମିଶନରେଟ୍ ପୁଲିସ ।

author-image
Manoj Swain

ନୂଆ ବର୍ଷ ପୂର୍ବରୁ ରାଜଧାନୀରେ ଫୁଟିଲା ଗୁଳି। କୁଖ୍ୟାତ ଅପରାଧୀ ରଘୁ ବିଶ୍ୱାଳକୁ ଏନକାଉଣ୍ଟର କରିଛି ଭୁବନେଶ୍ୱର କମିଶନରେଟ୍ ପୁଲିସ । ରଘୁ ନାମରେ ୧୫ଟି ଥାନାରେ ଡକାୟତି ସହ ରାହାଜାନୀ ମାମଲା ରହିଛି। ସେଥି ମଧ୍ୟରୁ ୮ଟି ବନ୍ଧୁକ ଜନିତ ମାମଲା ଅଛି । କୁଖ୍ୟାତ ରବି ରାଓ ଗ୍ୟାଙ୍ଗର ସଦସ୍ୟ ହେଉଛି ରଘୁ ।

Advertisment
Odisha Bhubaneswar Police Encounter