ପୂର୍ବତନ ପୁଲିସ କର୍ମଚାରୀଙ୍କୁ ପିଟିପିଟି ହତ୍ୟା

ପୁଲିସ ଏହି ଘଟଣାରେ ୩ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି।

Murder

representational image

Tapaswini Nayak
  • Published: Friday, 14 July 2023
  • Updated: 14 July 2023, 10:55 AM IST

Sports

Latest News

ପୂର୍ବତନ ପୁଲିସ କର୍ମଚାରୀଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏପରି ଘଟଣା ଘଟିଛି ଝାରସୁଗୁଡା ଜିଲ୍ଲା ରେଙ୍ଗାଲି ଥାନା ଅନ୍ତର୍ଗତ କତରବଗା ସ୍ଥିତ ବଢ଼େଇ ଫୁଏଲ ପେଟ୍ରୋଲ ପମ୍ପ ନିକଟରେ। ମୃତ ବ୍ୟକ୍ତି ଜଣଙ୍କ ହେଲେ ମଚିଦା ଗ୍ରାମର ଗଣେଶ ସିଂ।

ଗତକାଲି ସନ୍ଧ୍ୟାରେ ଗଣେଶ କୌଣସି କାମରେ କତରବଗା ସ୍ଥିତ ପେଟ୍ରୋଲ ପମ୍ପ ନିକଟକୁ ଯାଇଥିଲେ। ସେଠାରେ କୌଣସି କଥାକୁ ନେଇ ପେଟ୍ରୋଲ ପମ୍ପ କର୍ମଚାରୀଙ୍କ ସହ ବଚସା ହୋଇଥିଲା। ଏହାପରେ କର୍ମଚାରୀ ମାନେ ତାଙ୍କୁ ସଙ୍ଘବଦ୍ଧ ଆକ୍ରମଣ କରିଥିଲେ। ଗଣେଶଙ୍କୁ ସେମାନେ ନିସ୍ତୁକ ପିଟିଥିବା ଅଭିଯୋଗ ହୋଇଛି। ଗଣେଶଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ଗଣେଶଙ୍କ ଭାଇ ଥାନାରେ ଅଭିଯୋଗ କରିଛନ୍ତି। ପୁଲିସ ଏହି ଘଟଣାରେ ୩ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି ଓ ଘଟଣାର ତଦନ୍ତ କରୁଛି।   

Also Read

ଗଣେଶ କନେଷ୍ଟବଲ ଭାବେ କାର୍ଯ୍ୟ କରୁଥିଲେ। କିଛି ବର୍ଷ ହେଲା ସେ ଚାକିରି ଛାଡ଼ି ଘରେ ଥିଲେ। ଗଣେଶ ମାନିସିକ ବିକୃତି ଥିବା ଜଣାପଡ଼ିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story