ଯୁବ ବିଜେପି ରାଜ୍ୟ ସଭାପତି ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣା। ଏହି ଆକ୍ରମଣ ପାଇଁ ଶାସକ ବିଜେଡି ଦଳକୁ ଦାୟୀ କରି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଫେରାଦ ହୋଇଛି ବିଜେପି । ଏହାକୁ ନେଇ ବିଜେପି ନେତା କହିଛନ୍ତି, ବିଜେଡି ନେତା ଭି.କେ ପାଣ୍ଡିଆନଙ୍କ ନିର୍ଦ୍ଦେଶରେ ଏହି ଆକ୍ରମଣ ହୋଇଛି। ସୂଚନାଯୋଗ୍ୟ ଯେ, ଗତକାଲି ଯୁବ ବିଜେପି ରାଜ୍ୟ ସଭାପତି ଅଭିଳାଷ ପଣ୍ଡା ଓ ଅନ୍ୟମାନେ ପ୍ରଚାରରୁ ଫେରିବା ବେଳେ ଭଦ୍ରକ ଜିଲ୍ଲା ସସିତାଦେଇପୁର ନିକଟରେ ସେମାନଙ୍କ ଉପରେ ଆକ୍ରମଣ ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମାରାଥନ୍ କାର୍ଯ୍ୟକ୍ରମ ବେଳେ ଫୁଟିଲା ଗୁଳି; ଯୁବକ ଗୁରୁତର
ତେବେ କିଏ ଓ କାହିଁକି ଯୁବକଙ୍କୁ ଗୁଳିମାଡ଼ କଲା ତାର କାରଣ ଅସ୍ପଷ୍ଟ ରହିଛି।
Crime
ହାଇକୋର୍ଟଙ୍କ ନିର୍ଦ୍ଦେଶ ନମାନି ହରଡ଼ଘଣାରେ ଜିଲ୍ଲା ଶିକ୍ଷା ଅଧିକାରୀ
ବାରିପଦା ଟାଉନ ଥାନା ପୁଲିସ ମଧ୍ୟ କହିଛି ଯେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଠିକ୍ ସମୟରେ ନେଇ ହାଇକୋର୍ଟରେ ହାଜର କରାଯିବ।
Accident
ବାଇକ ଚାଳକଙ୍କୁ ଧକ୍କା ଦେଇ ୩୦କିମି ଯାଏଁ ଘୋଷାଡ଼ି ନେଲା ତହସିଲଦାରଙ୍କ ଗାଡ଼ି
ଉତ୍ତରପ୍ରଦେଶର ବହରାଇଚରେ ଏଭଳି ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ଜଣେ ୩୫ ବର୍ଷୀୟ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଗାଡ଼ି ଭିତରେ ଥିବା ତହସିଲଦାର ନିଲମ୍ବିତ, ଡ୍ରାଇଭର ଗିରଫ।
Crime
ଲୋନ୍ ମଞ୍ଜୁର କରିବାକୁ ଲାଞ୍ଚ ନେଇ ଧରାପଡ଼ିଲେ ଜିଲ୍ଲା ଶିଳ୍ପ କେନ୍ଦ୍ରର ଜେନେରାଲ ମ୍ୟାନେଜର
ଲାଞ୍ଚ ନେଇ ଧରାପଡ଼ିବା ପରେ ଶ୍ରୀ ଦେହୁରୀଙ୍କ ତିନିଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା।