Advertisment

ଯୁବ ବିଜେପି ରାଜ୍ୟ ସଭାପତି ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣା; ସିଇଓଙ୍କୁ ଫେରାଦ ହେଲା ବିଜେପି

ଯୁବ ବିଜେପି ରାଜ୍ୟ ସଭାପତି ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣା। ଏହି ଆକ୍ରମଣ ପାଇଁ ଶାସକ ବିଜେଡି ଦଳକୁ ଦାୟୀ କରି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଫେରାଦ ହୋଇଛି ବିଜେପି ।

ଅଦ୍ୟତନ ହୋଇଛି
Advertisment

ଯୁବ ବିଜେପି ରାଜ୍ୟ ସଭାପତି ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣା। ଏହି ଆକ୍ରମଣ ପାଇଁ ଶାସକ ବିଜେଡି ଦଳକୁ ଦାୟୀ କରି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଫେରାଦ ହୋଇଛି ବିଜେପି । ଏହାକୁ ନେଇ ବିଜେପି ନେତା କହିଛନ୍ତି, ବିଜେଡି ନେତା ଭି.କେ ପାଣ୍ଡିଆନଙ୍କ ନିର୍ଦ୍ଦେଶରେ ଏହି ଆକ୍ରମଣ ହୋଇଛି। ସୂଚନାଯୋଗ୍ୟ ଯେ, ଗତକାଲି ଯୁବ ବିଜେପି ରାଜ୍ୟ ସଭାପତି ଅଭିଳାଷ ପଣ୍ଡା ଓ ଅନ୍ୟମାନେ ପ୍ରଚାରରୁ ଫେରିବା ବେଳେ ଭଦ୍ରକ ଜିଲ୍ଲା ସସିତାଦେଇପୁର ନିକଟରେ ସେମାନଙ୍କ ଉପରେ ଆକ୍ରମଣ ହୋଇଥିଲା।

Advertisment
Odisha Bjp Political Violence
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe