Advertisment

ମହିଳା ସାମ୍ୱାଦିକଙ୍କୁ ମାଡ଼ ମାରିଲେ ଟୁଟୁ ନାୟକ !

ପ୍ରଯୋଜକ ଟୁଟୁ ନାୟକ ମହିଳା ସାମ୍ବାଦିକଙ୍କୁ ଦୁର୍ବ୍ୟବହାର କରିବା ସହ ତାଙ୍କ ଗାଲକୁ ଚାପୁଡ଼ା ପକାଇଥିବା ଅଭିଯୋଗ ହୋଇଛି।

ଅଦ୍ୟତନ ହୋଇଛି
Advertisment

ପୁଣି ଥରେ ଚର୍ଚ୍ଚାରେ ଓଡ଼ିଶା ଫିଲ୍ମ ପ୍ରଯୋଜକ ସଞ୍ଜୟ ନାୟକ ଓରଫ ଟୁଟୁ। ତାଙ୍କ ନାଁରେ ଆସିଛି ସାଙ୍ଘାତିକ ଅଭିଯୋଗ। ଆଉ ଅଭିଯୋଗ ଆଣିଛନ୍ତି ଜଣେ ମହିଳା ସାମ୍ୱାଦିକ। ସେ ମହିଳା ସାମ୍ବାଦିକଙ୍କୁ ଦୁର୍ବ୍ୟବହାର କରିବା ସହ ତାଙ୍କ ଗାଲକୁ ଚାପୁଡ଼ା ପକାଇଥିବା ଅଭିଯୋଗ ହୋଇଛି। ରାଜଧାନୀ ଭୁବନେଶ୍ୱରରେ ଏପରି ଘଟଣା ଘଟିଛି। 

Advertisment
Bhubaneswar Ollywood Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe