ପୁରୀ: ଜମି ବିବାଦକୁ କେନ୍ଦ୍ର କରି ଯୁବକଙ୍କୁ ହତ୍ୟା

ପୁରୀ:  ଜମି ବିବାଦକୁ ନେଇ ପୁରୀ କୁମ୍ଭାରପଡ଼ା ଥାନା ଅନ୍ତର୍ଗତ ଟିକରପଡ଼ା ଛକରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତ ଯୁବକ ଜଣଙ୍କ ହେଲେ ଧଡୁ ଜେନା। ମଙ୍ଗଳବାର ସନ୍ଧ୍ୟାରେ ଧଡୁ ଟିକରପଡ଼ା ଛକରେ ତାସ ଖେଳୁଥିବା ବେଳେ ୪ରୁ ୫ଜଣ ଦୁର୍ବୃତ୍ତ ଏକ ଧାରୁଆ ଅସ୍ତ୍ରରେ ତାଙ୍କ ଗଳା କାଟଇ ଦେବା ସହ ଶରୀରର ବିଭିନ୍ନ ସ୍ଥାନକୁ ଆକ୍ରମଣ କରିଥିଲେ। ଫଳରେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଖବରପାଇ ପୁରୀ କୁମ୍ଭାରପଡ଼ା ଥାନା ଅଧିକାରୀଙ୍କ […]

murder-puri

murder-puri

Rakesh Mallick
  • Published: Wednesday, 02 March 2016
  • Updated: 02 March 2016, 04:40 AM IST

ପୁରୀ:  ଜମି ବିବାଦକୁ ନେଇ ପୁରୀ କୁମ୍ଭାରପଡ଼ା ଥାନା ଅନ୍ତର୍ଗତ ଟିକରପଡ଼ା ଛକରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତ ଯୁବକ ଜଣଙ୍କ ହେଲେ ଧଡୁ ଜେନା। ମଙ୍ଗଳବାର ସନ୍ଧ୍ୟାରେ ଧଡୁ ଟିକରପଡ଼ା ଛକରେ ତାସ ଖେଳୁଥିବା ବେଳେ ୪ରୁ ୫ଜଣ ଦୁର୍ବୃତ୍ତ ଏକ ଧାରୁଆ ଅସ୍ତ୍ରରେ ତାଙ୍କ ଗଳା କାଟଇ ଦେବା ସହ ଶରୀରର ବିଭିନ୍ନ ସ୍ଥାନକୁ ଆକ୍ରମଣ କରିଥିଲେ। ଫଳରେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।

ଖବରପାଇ ପୁରୀ କୁମ୍ଭାରପଡ଼ା ଥାନା ଅଧିକାରୀଙ୍କ ସମେତ ସିଟି ଡିଏସପି ଘଟଣାସ୍ଥଳକୁ ଯାଇ ଶବ ଜବତ କରିବା ସହ ଘଟଣାର ତଦନ୍ତ ଜାରି ରଖିଛନ୍ତି। ତଦନ୍ତ ବେଳେ ଘଟଣା ସ୍ଥଳରୁ ପୋଲିସ ଏକ ଅଫୁଟା ବୋମା ଜବତ କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story