ପୁରୀ: ସଂଘବଦ୍ଧ ଆକ୍ରମଣରେ ଆହତ ଯୁବକଙ୍କ ମୃତ୍ୟୁ

ପୁରୀ: ପୁରୀ ଟାଉନ୍‌ ହଲ୍ ଛକରେ ଦୁର୍ବୃତ୍ତଙ୍କ ସଂଘବଦ୍ଧ ଆକ୍ରମଣର ଶିକାର ହୋଇଥିବା ଯୁବକଙ୍କ ମୃତ୍ୟୁ ହୋଇଯାଇଛି। କଟକ ବଡ଼ ମେଡିକାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ମୃତ ଯୁବକଙ୍କ ନାଁ ରଞ୍ଜନ ସେଠୀ। ପୁରୀ ଲବଣୀଖିଆ ଛକରେ ଗତକାଲି ରାତିରେ କିଛି ଦୁର୍ବୃତ୍ତ ଗୋଡ଼ାଇ ଗୋଡ଼ାଇ ରଞ୍ଜନଙ୍କୁ ଆକ୍ରମଣ କରିଥିଲେ। ରକ୍ତ ଜୁଡୁବୁଡୁ ଅବସ୍ଥାରେ ତାଙ୍କୁ ଟାଉନ୍ ଥାନା ପୋଲିସ୍ ଉଦ୍ଧାର କରି ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲା। ତେବେ ଅବସ୍ଥା […]

youth-dead

youth-dead

Rakesh Mallick
  • Published: Sunday, 06 November 2016
  • Updated: 06 November 2016, 11:52 AM IST

Sports

Latest News

ପୁରୀ: ପୁରୀ ଟାଉନ୍‌ ହଲ୍ ଛକରେ ଦୁର୍ବୃତ୍ତଙ୍କ ସଂଘବଦ୍ଧ ଆକ୍ରମଣର ଶିକାର ହୋଇଥିବା ଯୁବକଙ୍କ ମୃତ୍ୟୁ ହୋଇଯାଇଛି। କଟକ ବଡ଼ ମେଡିକାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ମୃତ ଯୁବକଙ୍କ ନାଁ ରଞ୍ଜନ ସେଠୀ।

ପୁରୀ ଲବଣୀଖିଆ ଛକରେ ଗତକାଲି ରାତିରେ କିଛି ଦୁର୍ବୃତ୍ତ ଗୋଡ଼ାଇ ଗୋଡ଼ାଇ ରଞ୍ଜନଙ୍କୁ ଆକ୍ରମଣ କରିଥିଲେ। ରକ୍ତ ଜୁଡୁବୁଡୁ ଅବସ୍ଥାରେ ତାଙ୍କୁ ଟାଉନ୍ ଥାନା ପୋଲିସ୍ ଉଦ୍ଧାର କରି ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲା। ତେବେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ଼ ମେଡିକାଲ୍ ସ୍ଥାନାନ୍ତର କରାଯାଇଥିଲା।

ପୂର୍ବ ଶତ୍ରୁତାରୁ ରଞ୍ଜନଙ୍କ ଉପରେ ଏହି ଆକ୍ରମଣ ହୋଇଥିବା ଅନୁମାନ କରାଯାଉଛି। ପୋଲିସ୍ ଘଟଣାର ଖୋଳତାଡ଼ ଜାରି ରଖିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story