ପୁରୀ: ହରିଦାସ ମଠ ନିକଟରେ ବୋମାମାଡ, ଜଣେ ଗୁରୁତର

ପୁରୀ: ହରିଦାସ ମଠ ନିକଟରେ ଆଜି ଏକ ବୋମାମାଡ ଘଟଣାରେ ଜଣେ ଗୁରୁତର ଆହତ ହୋଇଛନ୍ତି। ଆହତ ଜଣଙ୍କ ହେଲେ ରାଜେନ୍ଦ୍ର ନାୟକ। ତାଙ୍କ ଡାହାଣ ଗୋଡ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ଗୁରୁତର ଅବସ୍ଥାରେ ତାଙ୍କୁ କଟକ ବଡ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇଜଣ ଦୁର୍ବୃତ୍ତ ଏକ ବାଇକରେ ଆସି ଏହି ବୋମାମାଡ କରିଥିବା ଅଭିଯୋଗ ହୋଇଛି। ସମୁଦ୍ର କୂଳ ଥାନା ଭାରପ୍ରାପ୍ତ ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛନ୍ତି। […]

puri

puri

Rakesh Mallick
  • Published: Wednesday, 25 November 2015
  • Updated: 25 November 2015, 05:30 PM IST

Sports

Latest News

ପୁରୀ: ହରିଦାସ ମଠ ନିକଟରେ ଆଜି ଏକ ବୋମାମାଡ ଘଟଣାରେ ଜଣେ ଗୁରୁତର ଆହତ ହୋଇଛନ୍ତି। ଆହତ ଜଣଙ୍କ ହେଲେ ରାଜେନ୍ଦ୍ର ନାୟକ। ତାଙ୍କ ଡାହାଣ ଗୋଡ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ଗୁରୁତର ଅବସ୍ଥାରେ ତାଙ୍କୁ କଟକ ବଡ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇଜଣ ଦୁର୍ବୃତ୍ତ ଏକ ବାଇକରେ ଆସି ଏହି ବୋମାମାଡ କରିଥିବା ଅଭିଯୋଗ ହୋଇଛି। ସମୁଦ୍ର କୂଳ ଥାନା ଭାରପ୍ରାପ୍ତ ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛନ୍ତି।

ହବିଷ ପାଳନ ପାଇଁ ପୁରୀରେ ହଜାର ହଜାର ଭକ୍ତଙ୍କ ସମାଗମ ହୋଇଛି। ଆଇନ ଶୃଙ୍ଖଳା ରକ୍ଷା ଲାଗି ସହରରେ ୩୮ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଏହା ସତ୍ତ୍ୱେ ବାଇକରେ ଦୁଇଜଣ ଦୁର୍ବୃତ୍ତ ଆସି ଏପରି ବୋମାମାଡ କରିବା ପୋଲିସ କାର୍ଯ୍ୟଦକ୍ଷତା ପ୍ରତି ଅଙ୍ଗୁଳି ନିର୍ଦ୍ଦେଶ କରୁଛି। ଏହି ଘଟଣା ପରେ ପୁରୀକୁ ଆସିଥିବା ଶ୍ରଦ୍ଧାଳୁଙ୍କ ମଧ୍ୟରେ ଭୟର ବାତାବରଣ ଖେଳିଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story