ପୁରୀ: ପୁରୀରେ ଆଇନଜୀବୀ ତଥା ଲଜ୍ ମାଲିକ ଚନ୍ଦନ ବେହେରା ହତ୍ୟା ମାମଲାରେ ଗିରଫ ୩ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଆଣି ପଚରାଉଚରା କରୁଛି ପୋଲିସ୍। ବ୍ୟବସାୟୀ ଓ ଜମିଜମା ବିବାଦକୁ ନେଇ ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିଲା। ପାରିବାରିକ କଳହ ହତ୍ୟାକାଣ୍ଡର କାରଣ ହୋଇଥାଇ ପାରେ ବୋଲି ପୋଲିସ୍ ସନ୍ଦେହ କରୁଛି। ଚନ୍ଦନଙ୍କ ରାଉରକେଲା ଘରକୁ ଯାଇ ପୋଲିସ୍ର ଏକ ଟିମ୍ ତଦନ୍ତ କରିଛି। ତାଙ୍କ ପତ୍ନୀ ନିବେଦିତା ଓ ସଂପର୍କୀୟମାନଙ୍କୁ ପଚରାଉଚରା କରାଯାଇଛି ବୋଲି ପୁରୀ ଏସପି ସାର୍ଥକ ଷଡଙ୍ଗୀ ଗଣମାଧ୍ୟମରେ ପ୍ରକାଶ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲା; କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି
୨୦ ତାରିଖ ସନ୍ଧ୍ୟାରେ ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଯାଜପୁର ସଦର ଥାନା ବୁଢ଼ାପୋଲ ନିକଟରେ ଆକ୍ରମଣ ହୋଇଥିଲା। ପୂରା ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। ତଦନ୍ତ ପାଇଁ ଜଣେ DSPଙ୍କ ନେତୃତ୍ୱରେ ୬ ଜଣିଆ ଟିମ୍ ଗଠନ କରାଯାଇଛି।
Crime
ବାଂଲାଦେଶୀ ଦେହଜୀବୀଙ୍କ କବ୍ଜାରେ ଟ୍ୱିନ୍ ସିଟି!
କଟକରୁ ଉଦ୍ଧାର ବାଂଲାଦେଶୀ ନାବାଳିକାଙ୍କ ବୟାନ ପରେ ପୁଣି ସତେଜ ହୋଇଛି ବାଂଲାଦେଶୀ ସେକ୍ସ ରାକେଟ୍ ପ୍ରସଙ୍ଗ। କଟକ ଆଉ ଭୁବନେଶ୍ୱରରେ ଆଡ୍ଡା ଜମାଇଲେଣି ବାଂଲାଦେଶୀ ଦେହଜୀବୀ।
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।
Crime
ମଦ ପିଇ ତିନି ସାଙ୍ଗଙ୍କ ବେପରୁଆ ଗାଡ଼ି ଚାଳନା; ଅଟକାଇବାରୁ ପୁଲିସକୁ ମାରିଦେଲେ
ପୁଲିସ ଏନକାଉଣ୍ଟରରେ ଜଣେ ଅଭିଯୁକ୍ତ ମୃତ।