କଟକ: କଟକ-ପୁରୀ ବାଇପାସ ନିକଟରେ କମିଶନରେଟ୍ ପୋଲିସ୍ର ସ୍ପେଶାଲ୍ ସ୍କ୍ୱାର୍ଡର ଏନ୍କାଉଣ୍ଟରରେ ଅପରାଧୀ ରବି ରାଓ ଆହତ ହୋଇଛି। ରବିର ଡାହାଣ ଗୋଡ଼ ଆଣ୍ଠୁରେ ଗୁଳି ବାଜିଛି। ରବିକୁ ପ୍ରଥମେ କ୍ୟାପିଟାଲ୍ ହସ୍ପିଟାଲ ଓ ପରେ କଟକ ସ୍ଥାନାନ୍ତର କରାଯାଇଛି। ତା’ ନିକଟରୁ ଗୋଟିଏ ବନ୍ଧୁକ ଓ ୩ ରାଉଣ୍ଡ ଗୁଳି ଜବତ ହୋଇଛି।
ରବି ନାଁରେ ଡକାୟତି ଓ ହତ୍ୟା ଉଦ୍ୟମ ଭଳି ମୋଟ ୭ଟି ମାମଲା ରହିଛି। ତା’ ଘର ଭୁବନେଶ୍ୱରର ୟୁନିଟ୍- ୩ ଅଞ୍ଚଳରେ। ରବି ରାଓ ପ୍ରଥମେ ପୋଲିସ୍ ଉପରକୁ ୩ ରାଉଣ୍ଡ ଗୁଳି ଚଳାଇଥିଲା। ଜବାବରେ ପୋଲିସ୍ ମଧ୍ୟ ତା’ ଉପରକୁ ପାଲଟା ଗୁଳି ଚାଳନା କରିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।
Crime
ବବିଙ୍କ ଭାଇ ଭବଙ୍କ ନାଁରେ ମାମଲା ରୁଜୁ
ଦୁଇ ଦିନ ତଳେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିବାଦୀୟ ହୋଇପଡ଼ିଥିବା ବବିଙ୍କ ଭାଇଙ୍କ ବିରୋଧରେ ଜଣେ ପରିବା ବ୍ୟବସାୟୀ ଦେଇଥିଲେ ଏତଲା।