ରାଇରଙ୍ଗପୁର:ବାମନଘାଟୀ ଉପଖଣ୍ଡ ରାଇରଙ୍ଗପୁର ବ୍ଲକ ନିକଟସ୍ଥ ତାମଳବନ୍ଧ ମଧ୍ୟ ଇଂରାଜୀ ସ୍କୁଲର ପ୍ରଧାନ ଶିକ୍ଷକ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି। ଉକ୍ତ ବିଦ୍ୟାଳୟର ପାଚିକା ମହିଳା ଦାନଗୀ ହାଁସଦା ଛଅମାସ ଦରମା ନାହାନ୍ତି। ଦରମା କରାଇ ଦେବା ନେଇ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତାଙ୍କ ଠାରୁ ୨ ହଜାର ଟଙ୍କା ମାଗିଥିଲେ। ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଦଳର ଡିସିପି ରାଧା କୃଷ୍ଣ କାନୁନଗୋ, ଇନ୍ସପେକ୍ଟର ସବିତା ମାଝୀ ଓ ପଦୀପ କୁମାର ସାମଲ ତାଙ୍କୁ ଧରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଜନ୍ମଦିନରେ ମୋବାଇଲ ଗିଫ୍ଟ ଦେବାକୁ ମନା କଲେ ମାଆ; ଜୀବନ ହାରିଲେ ନାବାଳକ
ଆର୍ଥିକ ଅସୁବିଧା କାରଣରୁ ପୁଅକୁ ମୋବାଇଲ କିଣିଦେବାକୁ ମନା କରିଥିଲେ ମାଆ।
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।
Crime
ମାରାଥନ୍ କାର୍ଯ୍ୟକ୍ରମ ବେଳେ ଫୁଟିଲା ଗୁଳି; ଯୁବକ ଗୁରୁତର
ତେବେ କିଏ ଓ କାହିଁକି ଯୁବକଙ୍କୁ ଗୁଳିମାଡ଼ କଲା ତାର କାରଣ ଅସ୍ପଷ୍ଟ ରହିଛି।