ଭୁବନେଶ୍ୱର: ଜୁଡୋ କୋଚ୍ ବିରଞ୍ଚି ଦାସ ହତ୍ୟା ମାମଲାରେ ଝାରପଡ଼ା ଜେଲରେ ସଜା କାଟୁଥିବା ରାଜା ଆଚାର୍ଯ୍ୟ ଶନିବାରଠାରୁ ମା’ଙ୍କ ଶ୍ରାଦ୍ଧବାର୍ଷିକୀରେ ଯୋଗ ଦେବା ପାଇଁ ୭ ଦିନିଆ ପାରୋଲରେ ଯାଇଛନ୍ତି। ଏନେଇ ଚଳିତ ମାସ ୨୧ ତାରିଖ ଯାଏଁ ଅନୁମତି ଦେଇଛନ୍ତି ହାଇକୋର୍ଟ। ହାଇକୋର୍ଟଙ୍କ ନିକଟରେ ରାଜାଙ୍କ ପକ୍ଷରୁ ଏନେଇ ଆବେଦନ କରାଯାଇଥିଲା। ଆଜି ସେ ଜେଲରୁ ଘରକୁ ଯାଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
୩ ପ୍ରେମିକ ଭଲ ପାଉଥିଲେ; ବାହା ହେବା ପାଇଁ ମନା କରିବାରୁ ମାରି ଝୁଲାଇ ଦେଲେ!
ଜେମାଙ୍କଠାରୁ ପ୍ରତ୍ୟାଖିତ ହେବା ପରେ ଏକ ତରଫା ପ୍ରେମିକମାନେ ଚିନ୍ତାରେ ପଡ଼ିଯାଇଥିଲେ। ପ୍ରତିଶୋଧ ପରାୟଣା ହୋପଡ଼ିଥିଲେ। ଜେମାଙ୍କୁ ରାସ୍ତାରୁ ହଟାଇବା ପାଇଁ ଯୋଜନା କରିଥିଲେ। ଆଜି ଅପରାହ୍ନରେ ଜେମାଙ୍କୁ ହତ୍ୟା କରି ଗାଁ ମୁଣ୍ଡ ଗଛରେ ଥିବା ଏକ ଗଛରେ ଝୁଲାଇ ଦେଲେ।
Crime
ଅନ୍ତରଙ୍ଗ ମୁହୂର୍ତ୍ତ ଫଟୋ ଭାଇରାଲ୍ କଲେ ପ୍ରେମିକ; ଝୁଲି ପଡ଼ିଲେ ପ୍ରେମିକା
ପରବର୍ତ୍ତୀ ସମୟରେ ଭାନୁ ବିବାହ ପାଇଁ ରାଜି ହୋଇନଥିଲେ। ଯେଉଁଥିପାଇଁ ଚିନ୍ତାରେ ପଡ଼ି ଯାଇଥିଲେ ଅନୀଲ୍। ଆଉ ନିଜ ପାଖରେ ଥିବା ଭାନୁଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋକୁ ସୋଶାଲ୍ ମିଡିଆରେ ଭାଇରାଲ କରି ଦେଇଥିଲେ।
Crime
ରାଜଧାନୀ ମର୍ଡର ମାମଲାରେ ୨ ମହିଳାଙ୍କ ସହ ୫ ଗିରଫ
କେଦାରପଲ୍ଲୀ ବସ୍ତିରେ ସହଦେବ ନାୟକ ଘର। ବୁଧବାର ସକାଳ ପ୍ରାୟ ୮ଟା ବେଳେ ସେ ସ୍କୁଟିରେ ଯାଉଥିବା ବେଳେ ଆକ୍ରମଣ ହୋଇଥିଲା। କେଦାରପଲ୍ଲୀ ଲକ୍ଷ୍ମୀଧର ନାୟକ ଓରଫ ମଣ୍ଟି ଓ ତାଙ୍କର ସହଯୋଗୀ ଖୋର୍ଦ୍ଧା ଜିଲ୍ଲାର ରକି ନାୟକ ଆକ୍ରମଣ କରିଥିଲା।
Crime
ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ଅଘଟଣ: ନିଜକୁ ଗୁଳି କରି ଦେଲେ ସିଆଇଏସ୍ଏଫ୍ ଯବାନ
ମୃତ ଯବାନଙ୍କ ଘର କେରଳରେ ହୋଇଥିବା ବେଳେ ଏହି ଅଘଟଣ ପଛର ପ୍ରକୃତ କାରଣ ଜଣାପଡ଼ିନାହିଁ।
Crime
ଅଫିସ ପାର୍କିଂରେ ମହିଳା ସହକର୍ମୀଙ୍କୁ ବୀଭତ୍ସ ହତ୍ୟା: ସମସ୍ତେ ଦେଖିଲେ, କିନ୍ତୁ କିଛି କଲେନି
ଯୁବକ ଜଣଙ୍କ ପାର୍କିଂ ଲଟରେ ମହିଳାଙ୍କୁ ଆକ୍ରମଣ କରୁଥିବା ବେଳେ ସମସ୍ତେ ଏହାକୁ ଦେଖିଥିଲେ। କିନ୍ତୁ କେହି ବି ଯୁବକଙ୍କୁ ଅଟକାଇବାକୁ ଚେଷ୍ଟା ନ କରିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।