ରାମନାଗୁଡ଼ା ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ରାୟଗଡ଼ା: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ରାୟଗଡ଼ା ଜିଲ୍ଲା ରାମନାଗୁଡ଼ା ବ୍ଲକ୍ ସହକାରୀ ଯନ୍ତ୍ରୀ ପ୍ରଶାନ୍ତ କୁମାର ପାଣିଗ୍ରାହୀଙ୍କ ସରକାରୀ ବାସଭବନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଏହା ସହିତ ବ୍ରହ୍ମପୁର ଓ ଆସ୍କା ସ୍ଥିତ ତାଙ୍କ ଘରେ ମଧ୍ୟ ଚଢ଼ାଉ କରାଯାଇଛି।

vigilance

vigilance

Rakesh Mallick
  • Published: Saturday, 03 December 2016
  • Updated: 03 December 2016, 08:23 AM IST

Sports

Latest News

ରାୟଗଡ଼ା: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ରାୟଗଡ଼ା ଜିଲ୍ଲା ରାମନାଗୁଡ଼ା ବ୍ଲକ୍ ସହକାରୀ ଯନ୍ତ୍ରୀ ପ୍ରଶାନ୍ତ କୁମାର ପାଣିଗ୍ରାହୀଙ୍କ ସରକାରୀ ବାସଭବନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଏହା ସହିତ ବ୍ରହ୍ମପୁର ଓ ଆସ୍କା ସ୍ଥିତ ତାଙ୍କ ଘରେ ମଧ୍ୟ ଚଢ଼ାଉ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos