ରାଉରକେଲା: ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁରର ବିଏସ୍‌ଏଲ୍‌ ମାଇନ୍ସରେ ଜଣେ ଯୁବକଙ୍କ ଅର୍ଦ୍ଧଦଗ୍ଧ ଝୁଲନ୍ତା ମୃତଦେହ ଆଜି ଉଦ୍ଧାର କରାଯାଇଛି। ମୃତ ଯୁବକ ଜଣଙ୍କ ବୀରମିତ୍ରପୁର ବନମୁଣ୍ଡା ଦଫାଇର ଅନିଲ ଶର୍ମା। ଅନିଲ ୪ ଦିନ ହେବ ନିଖୋଜ ଥିଲେ। ସୁନୀଲକୁ ହତ୍ୟା କରାଯାଇଛି ବୋଲି ପରିବାର ଲୋକ ଅଭିଯୋଗ କରାଯାଇଛି। ପୋଲିସ୍ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଛି।

rrrrrrr

rrrrrrr

Rakesh Mallick
  • Published: Saturday, 04 June 2016
  • Updated: 04 June 2016, 02:40 PM IST

ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁରର ବିଏସ୍‌ଏଲ୍‌ ମାଇନ୍ସରେ ଜଣେ ଯୁବକଙ୍କ ଅର୍ଦ୍ଧଦଗ୍ଧ ଝୁଲନ୍ତା ମୃତଦେହ ଆଜି ଉଦ୍ଧାର କରାଯାଇଛି। ମୃତ ଯୁବକ ଜଣଙ୍କ ବୀରମିତ୍ରପୁର ବନମୁଣ୍ଡା ଦଫାଇର ଅନିଲ ଶର୍ମା। ଅନିଲ ୪ ଦିନ ହେବ ନିଖୋଜ ଥିଲେ।

ସୁନୀଲକୁ ହତ୍ୟା କରାଯାଇଛି ବୋଲି ପରିବାର ଲୋକ ଅଭିଯୋଗ କରାଯାଇଛି। ପୋଲିସ୍ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos