ରାଉରକେଲା: ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁରର ବିଏସ୍‌ଏଲ୍‌ ମାଇନ୍ସରେ ଜଣେ ଯୁବକଙ୍କ ଅର୍ଦ୍ଧଦଗ୍ଧ ଝୁଲନ୍ତା ମୃତଦେହ ଆଜି ଉଦ୍ଧାର କରାଯାଇଛି। ମୃତ ଯୁବକ ଜଣଙ୍କ ବୀରମିତ୍ରପୁର ବନମୁଣ୍ଡା ଦଫାଇର ଅନିଲ ଶର୍ମା। ଅନିଲ ୪ ଦିନ ହେବ ନିଖୋଜ ଥିଲେ।

ସୁନୀଲକୁ ହତ୍ୟା କରାଯାଇଛି ବୋଲି ପରିବାର ଲୋକ ଅଭିଯୋଗ କରାଯାଇଛି। ପୋଲିସ୍ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଛି।