ଜଣେ ନାବଳିକାଙ୍କୁ ଦୁଷ୍କର୍ମ କରିଥିବା ସୁମନ୍ତ ମିର୍ଦ୍ଧାଙ୍କୁ ୨୦ ବର୍ଷ ଜେଲ୍ ଦଣ୍ଡାଦେଶ ଶୁଣାଇବା ସହିତ ୧ ଲକ୍ଷ ଟଙ୍କା ଜୋରିମାନା କରିଛନ୍ତି ସମ୍ବଲପୁରର ସ୍ୱତନ୍ତ୍ର ପୋକ୍ସୋ କୋର୍ଟ।
୨୦୨୦ ମସିହା ଏପ୍ରିଲ ୧ ତାରିଖରେ ସମ୍ବଲପୁର ଜିଲ୍ଲାର ଶାସନ ଥାନା ଅନ୍ତର୍ଗତ ଏକ ଗାଁରେ ଏହି ଘଟଣା ଘଟିଥିଲା। ରାତିରେ ନାବାଳିକା ଜଣଙ୍କ ଘରେ ଶୋଇଥିବା ବେଳେ ସୁମନ୍ତ ତାଙ୍କୁ ଉଠାଇ ଆଣି ଦୁଷ୍କର୍ମ କରିଥିଲା।
Also Read
ନାବାଳିକା ଜଣଙ୍କ ଘଟଣା ସଂପର୍କରେ ତାଙ୍କ ପରିବାର ଲୋକଙ୍କୁ କହିଥିଲେ। ପରିବାର ଲୋକେ ଏନେଇ ଥାନାରେ ଅଭିଯୋଗ କରିଥିଲେ। ଘଟଣାର ତଦନ୍ତ କରି ପୁଲିସ୍ ସୁମନ୍ତ ମିର୍ଦ୍ଧାଙ୍କୁ ଗିରଫ କରିଥିଲା। ସମସ୍ତ ସାକ୍ଷ୍ୟ ଓ ପ୍ରମାଣକୁ ଆଧାରଣ କରି ସମ୍ବଲପୁରର ସ୍ୱତନ୍ତ୍ର କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହିତ ଦଣ୍ଡାଦେଶ ଶୁଣାଇଛନ୍ତି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମାରାଥନ୍ କାର୍ଯ୍ୟକ୍ରମ ବେଳେ ଫୁଟିଲା ଗୁଳି; ଯୁବକ ଗୁରୁତର
ତେବେ କିଏ ଓ କାହିଁକି ଯୁବକଙ୍କୁ ଗୁଳିମାଡ଼ କଲା ତାର କାରଣ ଅସ୍ପଷ୍ଟ ରହିଛି।
Crime
ହାଇକୋର୍ଟଙ୍କ ନିର୍ଦ୍ଦେଶ ନମାନି ହରଡ଼ଘଣାରେ ଜିଲ୍ଲା ଶିକ୍ଷା ଅଧିକାରୀ
ବାରିପଦା ଟାଉନ ଥାନା ପୁଲିସ ମଧ୍ୟ କହିଛି ଯେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଠିକ୍ ସମୟରେ ନେଇ ହାଇକୋର୍ଟରେ ହାଜର କରାଯିବ।
Accident
ବାଇକ ଚାଳକଙ୍କୁ ଧକ୍କା ଦେଇ ୩୦କିମି ଯାଏଁ ଘୋଷାଡ଼ି ନେଲା ତହସିଲଦାରଙ୍କ ଗାଡ଼ି
ଉତ୍ତରପ୍ରଦେଶର ବହରାଇଚରେ ଏଭଳି ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ଜଣେ ୩୫ ବର୍ଷୀୟ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଗାଡ଼ି ଭିତରେ ଥିବା ତହସିଲଦାର ନିଲମ୍ବିତ, ଡ୍ରାଇଭର ଗିରଫ।
Crime
ଲୋନ୍ ମଞ୍ଜୁର କରିବାକୁ ଲାଞ୍ଚ ନେଇ ଧରାପଡ଼ିଲେ ଜିଲ୍ଲା ଶିଳ୍ପ କେନ୍ଦ୍ରର ଜେନେରାଲ ମ୍ୟାନେଜର
ଲାଞ୍ଚ ନେଇ ଧରାପଡ଼ିବା ପରେ ଶ୍ରୀ ଦେହୁରୀଙ୍କ ତିନିଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା।