ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ୍ ବିଶ୍ୱବିଦ୍ୟାଳୟର ଏମ୍ସିଏ ପ୍ରଥମ ବର୍ଷର ଜଣେ ଛାତ୍ରୀଙ୍କ ମୃତଦେହ ଆନ୍ଧ୍ର-ଓଡ଼ିଶା ସୀମାନ୍ତ ସୋମରପେଟା ଜାତୀୟ ରାଜପଥ ପାର୍ଶ୍ୱରୁ ଉଦ୍ଧାର ହୋଇଛି। ମୃତ ଛାତ୍ରୀଙ୍କ ନାମ ତୃପ୍ତିମୟୀ ପଣ୍ଡା।
ଗତ ୪ ଦିନ ଧରି ଛାତ୍ରୀ ଜଣକ ନିଖୋଜ ଥିଲେ। ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ପୋଲିସ୍ ଘଟଣାର ତଦନ୍ତ ଚଳାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମଦ ପିଇ ତିନି ସାଙ୍ଗଙ୍କ ବେପରୁଆ ଗାଡ଼ି ଚାଳନା; ଅଟକାଇବାରୁ ପୁଲିସକୁ ମାରିଦେଲେ
ପୁଲିସ ଏନକାଉଣ୍ଟରରେ ଜଣେ ଅଭିଯୁକ୍ତ ମୃତ।
Crime
ବନ୍ଦ କୋଠରୀରୁ ୮ ଦିନ ପରେ ସ୍ୱାମୀ ଉଦ୍ଧାର, ଖାଇବାକୁ ନଦେଇ ନିସ୍ତୁକ ମାଡ଼ ମାରି ବନ୍ଦୀ କରିଥିଲେ ସ୍ତ୍ରୀ
କସ୍ତାନ୍ତିନ ପରିଛା ଓ ତାଙ୍କ ପତ୍ନୀ ପ୍ରାଣ ରଞ୍ଜନି ପରିଛାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ଝଗଡ଼ା ଲାଗି ରହିଥିଲା।
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।