ବ୍ରହ୍ମପୁର: ରାସ୍ତା ପାର୍ଶ୍ୱରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ୍ ବିଶ୍ୱବିଦ୍ୟାଳୟର ଏମ୍‌ସିଏ ପ୍ରଥମ ବର୍ଷର ଜଣେ ଛାତ୍ରୀଙ୍କ ମୃତଦେହ ଆନ୍ଧ୍ର-ଓଡ଼ିଶା ସୀମାନ୍ତ ସୋମରପେଟା ଜାତୀୟ ରାଜପଥ ପାର୍ଶ୍ୱରୁ ଉଦ୍ଧାର ହୋଇଛି। ମୃତ ଛାତ୍ରୀଙ୍କ ନାମ ତୃପ୍ତିମୟୀ ପଣ୍ଡା। ଗତ ୪ ଦିନ ଧରି ଛାତ୍ରୀ ଜଣକ ନିଖୋଜ ଥିଲେ। ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ପୋଲିସ୍‌ ଘଟଣାର ତଦନ୍ତ ଚଳାଇଛି।

brahampur

Rakesh Mallick
  • Published: Tuesday, 30 August 2016
  • , Updated: 30 August 2016, 09:24 PM IST

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ୍ ବିଶ୍ୱବିଦ୍ୟାଳୟର ଏମ୍‌ସିଏ ପ୍ରଥମ ବର୍ଷର ଜଣେ ଛାତ୍ରୀଙ୍କ ମୃତଦେହ ଆନ୍ଧ୍ର-ଓଡ଼ିଶା ସୀମାନ୍ତ ସୋମରପେଟା ଜାତୀୟ ରାଜପଥ ପାର୍ଶ୍ୱରୁ ଉଦ୍ଧାର ହୋଇଛି। ମୃତ ଛାତ୍ରୀଙ୍କ ନାମ ତୃପ୍ତିମୟୀ ପଣ୍ଡା।

ଗତ ୪ ଦିନ ଧରି ଛାତ୍ରୀ ଜଣକ ନିଖୋଜ ଥିଲେ। ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ପୋଲିସ୍‌ ଘଟଣାର ତଦନ୍ତ ଚଳାଇଛି।

Related story