ନାବାଳିକାଙ୍କୁ ଛୁରାମାଡ଼ କରି ଦୁର୍ବୃତ୍ତ ଫେରାର୍‌

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ଚାନ୍ଦିଲି ଥାନା ଅନ୍ତର୍ଗତ ଜେ.କେପୁର ବଜାରରେ  ଗତକାଲି ରାତିରେ ଜଣେ ନାବାଳିକାଙ୍କୁ ଛୁରାମାଡ଼ ହୋଇଛି। ଗୁରୁତର ଅବସ୍ଥାରେ ନାବାଳିକାଙ୍କୁ ରାୟଗଡ଼ା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କୁ ବିଶାଖାପାଟଣାକୁ ସ୍ଥାନାନ୍ତର କରାଯାଇଛି।  ଛୁରାମାଡ଼ କେଉଁ କାରଣରୁ ଘଟିଲା ତାହା ସ୍ପଷ୍ଟ ହୋଇ ନାହିଁ। ନାବାଳକ ଜଣକ ଟ୍ୟୁସନ୍‌ରୁ ଫେରୁଥିବା ବେଳେ ଜଣେ ଯୁବକ ତାଙ୍କ ଉପରକୁ ଛୁରୀରେ ଆକ୍ରମଣ କରି ଫେରାର୍ ହୋଇଯାଇଥିଲା। ଚାନ୍ଦିଲି ଥାନା ପୋଲିସ୍‌ ଏକ ମାମଲା ରୁଜୁ କରି […]

rayadaga

Rakesh Mallick
  • Published: Sunday, 14 August 2016
  • , Updated: 14 August 2016, 09:12 AM IST

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ଚାନ୍ଦିଲି ଥାନା ଅନ୍ତର୍ଗତ ଜେ.କେପୁର ବଜାରରେ  ଗତକାଲି ରାତିରେ ଜଣେ ନାବାଳିକାଙ୍କୁ ଛୁରାମାଡ଼ ହୋଇଛି। ଗୁରୁତର ଅବସ୍ଥାରେ ନାବାଳିକାଙ୍କୁ ରାୟଗଡ଼ା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କୁ ବିଶାଖାପାଟଣାକୁ ସ୍ଥାନାନ୍ତର କରାଯାଇଛି।

 ଛୁରାମାଡ଼ କେଉଁ କାରଣରୁ ଘଟିଲା ତାହା ସ୍ପଷ୍ଟ ହୋଇ ନାହିଁ।

ନାବାଳକ ଜଣକ ଟ୍ୟୁସନ୍‌ରୁ ଫେରୁଥିବା ବେଳେ ଜଣେ ଯୁବକ ତାଙ୍କ ଉପରକୁ ଛୁରୀରେ ଆକ୍ରମଣ କରି ଫେରାର୍ ହୋଇଯାଇଥିଲା।

ଚାନ୍ଦିଲି ଥାନା ପୋଲିସ୍‌ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।

Related story