/odisha-reporter/media/post_attachments/uploads/2015/10/rayagard.jpg)
rayagarda
ରାୟଗଡା: ରାୟଗଡ଼ାରେ ଜିଲ୍ଲାର ଚାଟିକଣା ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କଠାରୁ ୧ଲକ୍ଷ ୩୪ହଜାର ଟଙ୍କା ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି। ନିର୍ବାହୀ ଅଧିକାରୀ ଭତ୍ତା ବାଣ୍ଟିବାକୁ ଏହି ଟଙ୍କା ନେଇ ଯାଉଥିଲେ। ଏହି ସମୟରେ ୪ଜଣ ଦୁର୍ବୃତ୍ତ ତାଙ୍କଠାରୁ ଟଙ୍କା ଲୁଟ୍ କରି ଫେରାର ହୋଇ ଯାଇଛନ୍ତି। ଏ ନେଇ ଥାନାରେ ଅଭିଯୋଗ ହେବା ପରେ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
